ବାର୍ଥ ଡେ ପାର୍ଟି ବେଳେ ରେଷ୍ଟୁରାଣ୍ଟ ଭୁଶୁଡ଼ିଲା: ୨୯ ମୃତ

ବେଜିଂ,୩୦ା୮(ପି.ଟି.)- ଚାଇନାର ଶାଞ୍ଜି ପ୍ରଦେଶରେ ଏକ ରେଷ୍ଟୁରାଷ୍ଟ ଭୁଶୁଡ଼ିପଡ଼ିବାରୁ ୨୯ ଜଣଙ୍କ ମୃତ୍ୟୁ ଘଟିଛି। ଜିଆଙ୍ଗଫେନ୍‌ କାଉଣ୍ଟିସ୍ଥିତ ଚେନଝୁଆଙ୍ଗ ଗ୍ରାମର ଜୁଜିଆନ୍‌ ରେଷ୍ଟୁରାଷ୍ଟରେ ଶନିବାର ସକାଳେ ଜଣେ ୮୦ ବର୍ଷୀୟ ବ୍ୟକ୍ତିଙ୍କ ଜନ୍ମଦିନ ପାର୍ଟି ଚାଲିଥିବାବେଳେ ଏହି ଅଭାବନୀୟ ଘଟଣା ଘଟିଛି। ୨ ମହଲା ବିଶିଷ୍ଟ ରେଷ୍ଟୁରାଷ୍ଟ ହଠାତ୍‌ ଭୁଶୁଡ଼ିପଡ଼ିବାରୁ ସେଠାରେ ୫୭ ଜଣ ଚାପିହୋଇଯାଇଥିଲେ। ରବିବାର ସକାଳ ପର୍ଯ୍ୟନ୍ତ ଉଦ୍ଧାର କାର୍ଯ୍ୟ ଜାରି ରହିଥିଲା। ସେମାନଙ୍କ ମଧ୍ୟରୁ ୨୯ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୮ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୭ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜରୁରୀ ପରିଚାଳନା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ରେଷ୍ଟୁରାଣ୍ଟ ଭୁଶୁଡ଼ିବାର କାରଣ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri