ଭଦ୍ରକ ଅଫିସ,୧।୧-ଏନ୍ସିଭିଟି ନୂଆଦିଲ୍ଲୀ ଅଧୀନରେ ଥିବା ଆଇଟିଆଇ ୨୦୧୮-୨୦, ୨୦୧୯-୨୧ ଓ ୨୦୨୦-୨୨ ବ୍ୟାଚ୍ର ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ଏହି ୩ ବର୍ଷ କୋଭିଡ଼ କାରଣରୁ ଅନ୍ଲାଇନ ପରୀକ୍ଷା ହୋଇପାରି ନ ଥିଲା। ଛାତ୍ରୀଛାତ୍ର ଦୀର୍ଘଦିନ ଧରି ଦେଇଥିବା ଅଫ୍ଲାଇନ ପରୀକ୍ଷା ଫଳାଫଳ ଏବଂ ଅନ୍ଲାଇନ ପରୀକ୍ଷାକୁ ବିରୋଧ କରି ଛାତ୍ର ଅସନ୍ତୋଷ ଲାଗି ରହିଥିଲା। ୩ ବର୍ଷର ଏହି ପରୀକ୍ଷା ଫଳ ଗୋଟିଏ ଦିନରେ ପ୍ରକାଶ ପାଇବା ପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଖୁସି ବ୍ୟକ୍ତ କରିଛନ୍ତି। ୩ ବ୍ୟାଚ୍ ଦେଇଥିବା ବାର୍ଷିକ ପରୀକ୍ଷା ଫଳାଫଳ ଅଫଲାଇନରେ ଦେଇଥିବା ପରୀକ୍ଷା ଇଡି ଏବଂ ପ୍ରାକ୍ଟିକାଲରେ ପାସ୍ କରିଥିବା ପିଲାମାନଙ୍କ ଫଳାଫଳ ସିବିଟି ପରୀକ୍ଷା ବିନା ପାସ୍ ଘୋଷଣା କରାଯାଇଛି। ୨୦୧୮-୨୦ ପିଲାମାନଙ୍କର ସମ୍ପୂର୍ଣ୍ଣ ପାସ୍, ୨୦୧୯-୨୧ ପିଲାଙ୍କର ପ୍ରଥମ ବର୍ଷ ପାସ୍, ୨୦୨୦-୨୨ ପିଲାମାନଙ୍କର ପ୍ରଥମ ବର୍ଷ ପରୀକ୍ଷାରେ କେବଳ ଇଡି ଏବଂ ପ୍ରାକ୍ଟିକାଲରେ ପାସ୍ କରିଥିବା ପିଲାମାନଙ୍କର ପରୀକ୍ଷା ଫଳ ଡିଜିଇଟି ବିଜ୍ଞପ୍ତିରୁ ଘୋଷଣା କରାଯାଇଛି। ଏଥିପାଇଁ ଭଦ୍ରକ ପ୍ରଫୁଲ୍ଲ ଚନ୍ଦ୍ର ଶିଳ୍ପ ତାଲିମ କେନ୍ଦ୍ର, ପୂର୍ଣ୍ଣଚନ୍ଦ୍ର ଶିଳ୍ପ ତାଲିମ କେନ୍ଦ୍ରର ଅଧ୍ୟକ୍ଷ ଅଜୟ କୁମାର ମହାନ୍ତି, ମାଧବାନନ୍ଦ ଆଇଟିଆଇର ଅଧ୍ୟକ୍ଷ ସ୍ବାଧୀନ ନାୟକ, ତିହିଡ଼ି ଆଇଟିଆଇର ଅଧ୍ୟକ୍ଷ ଗଣେଶ ବିଶ୍ୱାଳ, ରୟାଲ ଆଇଟିଆଇ, ନିତ୍ୟାନନ୍ଦ ଆଇଟିଆଇ ପ୍ରମୁଖ ଆଇଟିଆଇର ପ୍ରମୋଟରମାନେ ଡିଜିଇଟି ଏବଂ ଏନ୍ସିଭିଟି ନୂଆଦିଲ୍ଲୀ, ରାଜ୍ୟ ଶିଳ୍ପ ତାଲିମ ଘରୋଇ ସଂଘ, ସିଟିଟିଆଇର ଅଧ୍ୟକ୍ଷ ଅରୁଣ ନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ଚେକ୍ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…
ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍ଏଫ୍ସି କୋର୍ଟରେ ଏକ ଚେକ୍ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…
ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ
କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…
ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…
ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…
ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ
ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…
ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା
ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…
ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି
ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…
କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍ଆଣ୍ଡ୍ଟି କର୍ମଚାରୀଙ୍କ ମୃତ୍ୟୁ
ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…
ତାମିଲନାଡୁରେ ବନ୍ଧା ପଡ଼ିଛି ଦାଦନ ଶ୍ରମିକଙ୍କ ମୃତଦେହ
ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦାଦନ ସମସ୍ୟା ଅସମାହିତ ରହିଛି। ଜିଲାର ପଦ୍ମପୁର ଉପଖଣ୍ଡରେ ଏହି ସମସ୍ୟା ଲାଗି ରହିଛି। ଏଠାରୁ ପ୍ରତିବର୍ଷ ରାଜ୍ୟ ବାହାରକୁ ଲୋକେ…

