ଗୁରୁବାର ପ୍ରକାଶ ପାଇବ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ

ନୂଆଦିଲ୍ଲୀ,ଭୁବନେଶ୍ୱର,୨୦।୭(ବ୍ୟୁରୋ): ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ ଗୁରୁବାର ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟାରେ ଛାତ୍ରୀଛାତ୍ର ନିଜର ଫଳାଫଳ www.cbse.nic.in ଓ୍ବେବ୍‌ସାଇଟ ମାଧ୍ୟମରେ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ସରେ ବିରଳ ଗଳା କର୍କଟର ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର,୫।୫(ବ୍ୟୁରୋ): ଏମ୍‌ସ ଭୁବନେଶ୍ୱରରେ ବିକିରଣ (ରେଡିଏନ) ଓ କେମୋ ପ୍ରତିରୋଧୀ ବିରଳ ଗଳା କର୍କଟ (ଆଡେନ୍‌ଏଡ୍‌ ସିଷ୍ଟିକ କାର୍ସିନୋମା) ରୋଗର ସଫଳ ଅସ୍ତ୍ରୋପଚାର କରାଯାଇଛି। ଏହି...

ପାଇପ ବିଛାରେ ଦୁର୍ନୀତି, ଭିଜିଲାନ୍ସ ଡିଏସ୍‌ପିଙ୍କୁ ଭାଜପାର ଦାବିପତ୍ର

କେନ୍ଦୁଝର, ୧୯।୫(ସ୍ବ.ପ୍ର.): କେନ୍ଦୁଝର ସହରରେ ପାଇପ ଦ୍ୱାରା ପାନୀୟ ଜଳ ଯୋଗାଣରେ ବ୍ୟାପକ ଦୁର୍ନୀତି ହୋଇଥିବାରୁ ତଦନ୍ତ ପାଇଁ ଭାଜପା ପକ୍ଷରୁ ଭିଜିଲାନ୍ସ ୟୁନିଟରେ ଦାବିପତ୍ର...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ରାଜ୍ୟରୁ ସୋମବାର ଆଉ ୧୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୮,୬୬୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

ଗ୍ରାମାଞ୍ଚଳରେ ଲୋକେ ମାନୁନାହାନ୍ତି ଲକଡାଉନ୍‌ ନିୟମ

ଭବାନୀପାଟଣା,୬।୪(ସ୍ବ.ପ୍ର): କରୋନା ଭୂତାଣୁ ନିୟନ୍ତ୍ରଣ ପାଇଁ ସରକାର ଲକ୍‌ଡାଉନ ନିୟମ କଡାକଡି କରିଛନ୍ତି। ତେବେ ଏବେବି କଳାହାଣ୍ଡି ଜିଲାର ବିଭିନ୍ନ ଗ୍ରାମାଞ୍ଚଳରେ ଲୋକେ ଲକ୍‌ଡାଉନ ନିୟମ...

ପଦା ହେଲାଣି ମୟୂରଝାଲିଆ କାଜୁ ଜଙ୍ଗଲ

ନୟାଗଡ଼ ଅଫିସ/ରଣପୁର,୨୫।୨(ସ୍ବ.ପ୍ର.): କାଜୁ ନିଗମ ଅଧୀନରେ ଥିବା ନୟାଗଡ଼ ଜିଲା ରଣପୁର ତହସିଲ ମୟୁରଝାଲିଆ ଗାଁରେ ଗୋଚର ଓ କାଜୁ ଜଙ୍ଗଲରୁ ବେଆଇନ ଭାବେ ମାଙ୍କଡା...

ବୋଲେରୋ ଚଢ଼ିଯିବାରୁ ଏକ ପରିବାରର ୩ଜଣଙ୍କ ମୃତ୍ୟୁ ଘଟଣା : ଯୋଡାରେ ଉତ୍ତେଜନା, ପରିବାରକୁ କ୍ଷତିପୂରଣ ଦାବି

ଯୋଡ଼ା, ୨୯।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ଗଣେଶ ଭବନ ଠାରେ ବୋଲେରୋ ଚଢ଼ିଯିବାରୁ ଏକ ପରିବାରର ୩ଜଣଙ୍କ ମୃତ୍ୟୁ ପରେ ପରିବାରକୁ ଆର୍ଥିକ କ୍ଷତି ପୂରଣ...

ପର୍ଯ୍ୟଟନ କ୍ଷେତ୍ରକୁ ନ ଯିବାକୁ ଜିଲାପାଳଙ୍କ ପରାମର୍ଶ

ବାଲେଶ୍ୱର ଅଫିସ,୧୯।୮: ଲଘୁଚାପ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ବାଲେଶ୍ୱର ଜିଲାର ପର୍ଯ୍ୟଟନ କ୍ଷେତ୍ରକୁ ନ ଯିବା ପାଇଁ ଜନସାଧାରଣଙ୍କୁ ବାରଣ କରାଯାଇଛି। ଏ ନେଇ...

ସ୍ତ୍ରୀ ସମ୍ମୁଖରେ ସ୍ବାମୀଙ୍କ ଗଣ୍ଡି-ମୁଣ୍ଡ ଅଲଗା କରିଦେଲେ ଦୁର୍ବୃତ୍ତ

ପଡିଆ, ୧୯ା୧୨(ଡି.ଏନ.ଏ.)-ମାଲକାନଗିରି ଜିଲା ପଡିଆ ଥାନା ପଡିଆ ପଞ୍ଚାୟତ କମାରଗୁଡା ନିକଟସ୍ଥ ନନ୍ଦାଗୁଡା ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। କେତେକ ଦୁର୍ବୃତ୍ତ...

Advertisement
Archives

Model This Week