କାଲି ପ୍ରକାଶ ପାଇବ ମାଦ୍ରାସା ବୋର୍ଡ ପରୀକ୍ଷାଫଳ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଓଡ଼ିଶା ମାଦ୍ରାସା ବୋର୍ଡ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ଏ ନେଇ ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ମିଳିଛି। ପରୀକ୍ଷାଫଳ ପ୍ରକାଶ ନେଇ ପ୍ରସ୍ତୁତି ଶେଷ ହୋଇଛି। ଓଡ଼ିଶା ମାଦ୍ରାସା ବୋର୍ଡ ଅଧୀନରେ ପରୀକ୍ଷା ଦେଇଥିବା ମାଟ୍ରିକ୍‌ଠାରୁ ଆରମ୍ଭ କରି ପିଜି ପର୍ଯ୍ୟନ୍ତ୍ୟ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ।

ସୂଚନାଯୋଗ୍ୟ, ଏଥିରେ ମୌଲବୀ (ମାଟ୍ରିକ୍‌), ମାହିର(ଯୁକ୍ତ ଦୁଇ), ଆଲିମ୍‌ (ଯୁକ୍ତ ତିନି), ଫାଜିଲ୍‌ (ପି.ଜି.) ପାଠ୍ୟକ୍ରମର ଫଳ ପ୍ରକାଶ ପାଇବ ବୋଲି ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ସେପ୍ଟେମ୍ୱର ୧୭ରେ ବଦଳିବ ବୁଧଙ୍କ ଚଳନ, ୪ ରାଶିର ଭାଗ୍ୟ ଚମକିବ, ଆଲମାରୀରେ ଭର୍ତ୍ତି ହୋଇଯିବ ଟଙ୍କା!

୨୦୨୬ ମସିହା ସେପ୍ଟେମ୍ୱର ୧୭ ତାରିଖରେ ବିଶ୍ୱକର୍ମା ପୂଜା ପାଳନ କରାଯିବ। ଏହି ଦିନ ବୁଧ ଗ୍ରହ ନିଜର ଦିଗ ପରିବର୍ତ୍ତନ କରୁଛନ୍ତି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri