ପ୍ରକାଶ ପାଇଲା ମେଡିକାଲ ଅଫିସର ପରୀକ୍ଷା ଫଳ

କଟକ,୧୫ା୧୨(ସୁପ୍ରିୟା ପ୍ରିୟଦର୍ଶିନୀ)- ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ମେଡିକାଲ ଅଫିସର ପଦବୀ ପୂରଣ ପାଇଁ ହୋଇଥିବା ଲିଖିତ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ରାଜ୍ୟରେ ୨୩୯୨ଜଣ କୃତକାର୍ଯ୍ୟ ହୋଇଛନ୍ତି। ସେମାନେ ରାଜ୍ୟ ସରକାରଙ୍କ ଦ୍ୱାରା ବିଭିନ୍ନ ସରକାରୀ ଡାକ୍ତରଖାନାରେ ମେଡିକାଲ ଅଫିସର ଭାବେ ନିଯୁକ୍ତି ପାଇବେ। ଅନ୍ୟପକ୍ଷରେ ୧୮୮ଜଣ ପରୀକ୍ଷାର୍ଥୀ ପ୍ରମାଣପତ୍ର ଯାଞ୍ଚବେଳେ ଅକୃତକାର୍ଯ୍ୟ ହୋଇଛନ୍ତି। ସେଥିମଧ୍ୟରୁ କେତେଜଣ ଯାଞ୍ଚ ସମୟରେ ଅନୁପସ୍ଥିତ ଥିବାବେଳେ ଆଉ କେତେଜଣ ଇଣ୍ଟର୍ନଶିପ କରି ନ ଥିବା ଓପିଏସ୍‌ସି ପକ୍ଷରୁ କୁହାଯାଇଛି। ସୂଚନାଥାଉ କି, ଗତ ଅକ୍ଟୋବର ୮ରେ ମେଡିକାଲ ଅଫିସର ପଦବୀ ପୂରଣ ପାଇଁ ମୁଖ୍ୟ ଲିଖିତ ପରୀକ୍ଷା ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri