ଘରଘର ବୁଲି ପଟ୍ଟା ବଣ୍ଟନ କଲା ରାଜସ୍ବ ରଥ

ଗଞ୍ଜାମ,୮।୫(ଡି.ଏନ୍‌.ଏ.): କୋଭିଡ୍‌ କଟକଣା ପାଇଁ ସର୍ବସାଧାରଣ ଯେ କୌଣସି ସରକାରୀ ଅଫିସ ଯିବାକୁ ବାରଣ କରାଯାଇଛି l ଏଥିପାଇଁ ତହସିଲ ପ୍ରଶାସନ ପକ୍ଷରୁ ଲୋକଙ୍କୁ ସେବା ଯୋଗାଇ ଦେବା ପାଇଁ ଭିନ୍ନ ଏକ ପ୍ରୟାସ ଆରମ୍ଭ କରାଯାଇଛି। ଲୋକଙ୍କ ଘରୁ ଘର ଯାଇ ବିଭିନ୍ନ ସମସ୍ୟା ବୁଝିବାକୁ ରାଜସ୍ବ ରଥ ଶୁଭାରମ୍ଭ ହୋଇଛି l ତହସିଲଦାର ଅରୁଣ କୁମାର ନାୟକ ଏହାର ଶୁଭାରମ୍ଭ କରିବା ସହ ବିଭିନ୍ନ ଓ୍ବାର୍ଡକୁ ଯାଇ ପଟ୍ଟା ବଣ୍ଟନ କରୁଥିବା ଦେଖିବାକୁ ମିଳିଛି। ଏହି କାର୍ଯ୍ୟକ୍ରମରେ ରାଜସ୍ବ ନିରୀକ୍ଷକ ରବୀନ୍ଦ୍ର କୁମାର ପ୍ରଧାନ, ରେକର୍ଡ କର୍ମଚାରୀ ପ୍ରଭାସିନୀ ଶବର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍‌ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri