ରାଜ୍ୟଗୁଡ଼ିକର ରାଜସ୍ବ କ୍ଷତି ୪ ଗୁଣ ବଢ଼ିବ

ନୂଆଦିଲ୍ଲୀ,୨୫ା୧: କୋଭିଡ୍‌-୧୯କୁ ନିୟନ୍ତ୍ରଣ କରିବା ଲାଗି ଜାରି ହୋଇଥିବା ଲକ୍‌ଡାଉନ କାରଣରୁ ଆର୍ଥତ୍କ କାର୍ଯ୍ୟକଳାପ ପ୍ରଭାବିତ ହୋଇଥିବା ବେଳେ ରାଜ୍ୟଗୁଡିକର ଟିକସ ସଂଗ୍ରହରେ ହ୍ରାସ ଘଟିଛି। ଏହାକୁ ଦେଖିଲେ ଚଳିତ ଆର୍ଥତ୍କ ବର୍ଷରେ ରାଜ୍ୟଗୁଡିକର ରାଜସ୍ବ ନିଅଣ୍ଟ ପ୍ରାୟ ୪ ଗୁଣକୁ ବଢିବା ନେଇ ଆଶଙ୍କା କରାଯାଉଛି। ରେଟିଂ ଏଜେନ୍ସି କ୍ରିସିଲ ପକ୍ଷରୁ ଏ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ୨୦୨୦-୨୧ରେ ରାଜ୍ୟଗୁଡିକର ମୋଟ ବିତ୍ତୀୟ ନିଅଣ୍ଟ(ଜିଏଫ୍‌ଡି) ୮.୭ ଲକ୍ଷ କୋଟି ଟଙ୍କା ସ୍ତର ଛୁଇଁପାରେ। ରାଜ୍ୟ ବର୍ତ୍ତମାନ ରାଜସ୍ବ ହ୍ରାସ ସମସ୍ୟା ଦେଇ ଗତି କରୁଛନ୍ତି। ଏଭଳି ସ୍ଥିତିରେ ରାଜ୍ୟଗୁଡିକର ମୋଟ ବିତ୍ତୀୟ ନିଅଣ୍ଟ ସେମାନଙ୍କ ମୋଟ ଘରୋଇ ଉତ୍ପାଦ(ଏସ୍‌ଜିଡିପି)ର ୪.୭% ସ୍ତର ଛୁଇଁବା ନେଇ ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri