ପୁଣି କଟକଣା ଅବଧିରେ ସଂଶୋଧନ, ଜାଣନ୍ତୁ…

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ସଂଶୋଧନ ହୋଇଛି ବଡ଼ଦିନ, ନୂଆବର୍ଷ ପାଳନ କଟକଣା ଅବଧି। ଏନେଇ ଶୁକ୍ରବାର ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଡିସେମ୍ବର ୨୫ରୁ ଜାନୁୟାରୀ ୨ ଯାଏ କଟକଣା ଲଗାଯାଇଥିଲା। ଏବେ ସଂଶୋଧନ ନିୟମ ଅନୁଯାୟୀ ବଡ଼ଦିନ ଡିସେମ୍ବର ୨୫ରେ କଟକଣା ରହିବ। ଏହାପରେ ପୁଣି ଡିସେମ୍ବର ୩୧ରୁ ଜାନୁୟାରୀ ୨ ଯାଏ କଟକଣା ଲାଗିବ।

ପ୍ରକାଶ ଯେ, ପୂର୍ବରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଓମିକ୍ରନ ସଂକ୍ରମଣ ବୃଦ୍ଧିକୁ ନେଇ କଟକଣା ଲଗାଯାଇଥିଲା। ତଦନୁଯାୟୀ ଡିସେମ୍ବର ୨୫ରୁ ଜାନୁୟାରୀ ୨, ୯ ଦିନ ଯାଏ କଟକଣା ରହିଥିଲା। କେବଳ ଚର୍ଚ୍ଚ ଭିତରେ ସୀମିତ ଲୋକରେ ବଡ଼ଦିନ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସେହିଭଳି ଜିରୋ ନାଇଟ୍‌ ସେଲିବ୍ରେଶନକୁ ବାରଣ କରାଯାଇଥିଲା। ଏବେ ଏହି କଟକଣାକୁ ସଂଶୋଧନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମହିଳା ଆଇପିଏସ୍‌ ଅଫିସର ଗିରଫ

ରାଉରକେଲା ଅଫିସ, ୧୯।୮-ରାଉରକେଲା ଉଦିତନଗର ପୋଲିସ ମଙ୍ଗଳବାର ଜଣେ ନକଲି ମହିଳା ଆଇପିଏସ୍‌ ଅଫିସରଙ୍କୁ ଧରିଛି। ବୁଧବାର ତାଙ୍କୁ ଗିରଫ କରାଯାଇଛି। ଏହି ମହିଳା ଜଣକ...

ପୁରୀ ସୁରକ୍ଷା ମଞ୍ଚ- ପ୍ରଶାସନ ବୈଠକ ବିଫଳ: ଜିଲାପାଳ କହିଲେ ‘ବ୍ୟବସାୟିକ କୋଠା ଉଚ୍ଛେଦ ପ୍ରକ୍ରିୟା ଜାରି ରହିବ’

ପୁରୀ ଅଫିସ,୪।୯: ପୁରୀରେ ଚାଲିଥିବା ଉଚ୍ଛେଦ ଅଭିଯାନକୁ ନେଇ ସୁରକ୍ଷା ମଞ୍ଚ ଏବଂ ପ୍ରଶାସନ ମଧ୍ୟରେ ହୋଇଥିବା ବୈଠକ ବିଫଳ ହୋଇଛି। ଉଚ୍ଛେଦ ବନ୍ଦ ନେଇ...

ଅନିଶ୍ଚିତତାରେ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା

କେନ୍ଦ୍ରାପଡ଼ା ଅଫିସ,୩।୬: ଶ୍ରୀଜଗନ୍ନାଥ ସଂସ୍କୃତିରେ ଶ୍ରୀକ୍ଷେତ୍ର ପରେ ତୁଳସୀକ୍ଷେତ୍ରର ଗୁରୁତ୍ୱ ଯଥେଷ୍ଟ ଅଧିକ। ପୁରୀରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପରଦିନ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ...

ଭୁବନେଶ୍ୱରରେ ପହଞ୍ଚିଲେ ବିଜୟ ମହାନ୍ତି

ଭୁବନେଶ୍ୱର,୧୪।୬(ବ୍ୟୁରୋ): ଓଲିଉଡ ଅଭିନେତା ବିଜୟ ମହାନ୍ତି ରବିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ହାଇଦ୍ରାବାଦରୁ ସେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ପହଞ୍ଚିଛନ୍ତି। ଦୀର୍ଘ...

ଶ୍ରୀମନ୍ଦିର ଖୋଲିବା ପ୍ରସଙ୍ଗ : ‘ମହାପ୍ରଭୁଙ୍କ ନୀତିକାନ୍ତି ପ୍ରଭାବିତ ସ୍ଥିତି ନ ଉପୁଜୁ’

ପୁରୀ ଅଫିସ,୧୬ା୧୦: କରୋନା ବିପଦ ଟଳିନାହିଁ। ଆଗକୁ ଶୀତଋତୁରେ ସଂକ୍ରମଣ ବୃଦ୍ଧି ପାଇବା ଆଶଙ୍କା ଥିବାରୁ ଏଥିପ୍ରତି ହେୟଜ୍ଞାନ କଲେ ସ୍ଥିତି ପୁଣି ସଙ୍ଗିନ ହୋଇପାରେ।...

ରାଜ୍ୟରେ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବଢ଼ିଚାଲିଛି। ବୁଧବାର ୧୭୦ ନୂଆ କରୋନା ପଜିଟିଭ...

ମାଟ୍ରିକ୍‌ ପାସ୍‌ କଲେ ସୋରଡ଼ା ବିଧାୟକ

ସୋରଡ଼ା,୨୫ା୮(ଡି.ଏନ୍‌.ଏ.): ମାଟ୍ରିକ୍‌ ଅଫଲାଇନ୍‌ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଗଞ୍ଜାମ ଜିଲା ସୋରଡ଼ାର ବିଜେଡି ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ମାଟ୍ରିକ୍‌ ପରୀକ୍ଷାରେ ପାସ୍‌ କରିଛନ୍ତି।...

ପଞ୍ଚାୟତିରାଜ ଅନୁଷ୍ଠାନ ପାଇଁ ଓଡ଼ିଶାକୁ ୧,୬୯୩ କୋଟି

ଭୁବନେଶ୍ୱର,୨୮।୧(ବ୍ୟୁରୋ): କେନ୍ଦ୍ର ସରକାର ପଞ୍ଚାୟତିରାଜ ଅନୁଷ୍ଠାନ ପାଇଁ ଓଡ଼ିଶାକୁ ୧,୬୯୩.୫୦ କୋଟି ଟଙ୍କା ପ୍ରଦାନ କରିଛନ୍ତି। ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଅର୍ଥ ମନ୍ତ୍ରଣାଳୟ ଦ୍ୱିତୀୟ...

Advertisement
Archives

Model This Week