ଦ୍ରୁତ ଗତିରେ ବଢୁଛି ବୈତରଣୀ,ବନ୍ୟା ଆଶଙ୍କା

ଭଣ୍ଡାରିପୋଖରୀ,୨୬।୮(ଡି.ଏନ୍‌.ଏ): ବୈତରଣୀ ନଦୀରେ ବନ୍ୟା ଜଳ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଲଘୁଚାପଜନିତ ଲଗାଣ ବର୍ଷାରେ ବୈତରଣୀ ନଦୀ ମଙ୍ଗଳବାର ରାତି ୩ ଟାରୁ ବଢିବା ଆରମ୍ଭ କରିଛି। ଭଣ୍ଡାରିପୋଖରୀ ବ୍ଲକ ବୈତରଣୀ ନଦୀର ଆଖୁଆପଦା ଆନିକଟ ଠାରେ ବନ୍ୟାଜଳ ବିପଦ ସଙ୍କେତ ଭାବେ ୧୭.୮୩ ମିଟର ରହିଥିବା ବେଳେ ବୁଧବାର ପୂର୍ବାହ୍ନ ୧୦ ଟାରେ ଏହା ବୃଦ୍ଧି ପାଇ ୧୭.୭୦ ମିଟରରେ ପ୍ରବାହିତ ହେଉଛି। ବୈତରଣୀ ନଦୀର ଉପରମୁଣ୍ଡରେ ଗତ ୨୪ ଘଣ୍ଟା ମଧ୍ୟରେ ହୋଇଥିବା ବର୍ଷା ରେକର୍ଡ ଅନୁଯାୟୀ ଆଖୁଆପଦା ୮୧.୦୬ ମିମି , ଆନନ୍ଦପୁର ୧୦୮.୦୮ ମିମି , ସୋମପାଟଣା ୧୭୬.୦୪ ମିମି , ଠାକୁରମୁଣ୍ଡା ୧୬୦.୦୦ ମିମି , କେନ୍ଦୁଝର ୧୫୮.୦୪ ମିମି , ଚମ୍ପୁଆ ୨୦୧.୦୦ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ତେବେ ବର୍ଷା ରେକର୍ଡ ଅନୁଯାୟୀ ବୈତରଣୀ ନଦୀରେ ଏକ ବଡ଼ ଧରଣର ବନ୍ୟା ଆଶଙ୍କା ଥିବା ଆଖୁଆପଦା ଜଳସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri