ଫୁଲୁଛି ମହାନଦୀ: ମୁଣ୍ଡଳିରେ ବଢ଼ୁଛି ଜଳସ୍ତର

ଭୁବନେଶ୍ୱର,୩୦।୭: ହୀରାକୁଦ ଡ୍ୟାମରୁ ପାଣି ଛାଡ଼ିବା ପରେ ମହାନଦୀ ଫୁଲିଛି। ଅନ୍ୟପକ୍ଷେ କଟକ ମୁଣ୍ଡଳିରେ ଜଳସ୍ତର ବଢୁଛି । ସକାଳ ୬ଟା ସୁଦ୍ଧା ମୁଣ୍ଡଳୀ ଦେଇ ୧ ଲକ୍ଷ ୭୦ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି। ଦିନ ୧୧ଟା ସୁଦ୍ଧା ମୁଣ୍ଡୁଳୀରେ ହୀରାକୁଦ ପାଣି ପହଞ୍ଚିବ । ରବିବାର ୩ଟି ପର୍ୟ୍ୟାୟରେ ହୀରାକୁଦ ଡ୍ୟାମର ୨୦ଟି ଗେଟ ଖୋଲା ହୋଇଥିଲା ।
ମହାନଦୀ ଅବବାହିକାରେ ସମ୍ବଲପୁର, ସୋନପୁର, ନୟାଗଡ, ପୁରୀ, କଟକ, କେନ୍ଦ୍ରାପଡା ଓ ଜଗତସିଂହପୁର ଆସୁଥିବାରୁ ଏସବୁ ଜିଲାର ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏସବୁ ଜିଲାର ଜିଲାପାଳଙ୍କ ଏସଆରସି ଆଲର୍ଟ କରିଛନ୍ତି। ମହାନଦୀକୁ ନ ଯିବାକୁ ଲୋକଙ୍କୁ ସତର୍କ କରାଯାଇଛି । ଗୃହପାଳିତ ପଶୁଙ୍କୁ ନଦୀ ପାଖକୁ ନ ଛାଡିବାକୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ବିଜୟଙ୍କ ଦଖଲ ପରେ ପବନ କଲ୍ୟାଣଙ୍କ ବଡ଼ ବୟାନ, ମାଟିରେ ମିଶିଯିବ…ରାଜନୀତିରେ ଝଡ

ଚେନ୍ନାଇ,୬।୫: ତାମିଲନାଡୁର ରାଜନୈତିକ ଦୃଶ୍ୟପଟରେ, ବିଧାନସଭା ନିର୍ୱାଚନର ଫଳାଫଳ ପରେ ବୟାନବାଜିର ଏକ ଝଡ଼ ତୀବ୍ର ହୋଇଛି। ଏହି ପରିପ୍ରେକ୍ଷୀରେ, ଆନ୍ଧ୍ର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ ଏବଂ ଜନସେନା…

ଏହି ଦିନ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବିଜୟ! ସାମ୍‌ନାକୁ ଆସିଲା ତାରିଖ

ଚେନ୍ନାଇ,୬।୫: ତାମିଲନାଡୁ ନିର୍ବାଚନରେ ବିପୁଳ ବିଜୟ ପରେ ଥଲାପଥି ବିଜୟ ମୁଖ୍ୟମନ୍ତ୍ରୀ ହେବାର ସମ୍ଭାବନା ଅଛି। ନବନିର୍ବାଚିତ ଟିଭିକେ ଦଳର ବିଧାୟକମାନେ ମଙ୍ଗଳବାର ଦିନ ବୈଠକ କରିଥିଲେ…

ଜନଆକ୍ରୋଶ ସମାବେଶରେ ହଜାର ହଜାର ମହିଳା ହେଲେ ଏକଜୁଟ୍‌

ହାଟଡିହୀ,୬ା୫(ଶୁଭକାନ୍ତ ନାୟକ): ଭାଜପା ତରଫରୁ କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ୩୭ ନଂ ଜୋନ୍‌ରେ ଜନଆକ୍ରୋଶ ମହିଳା ସମାବେଶ ବୁଧବାର ଅନୁଷ୍ଠିତ ହୋଇଛି।…

ଜନଗଣନାରେ ସାମିଲ ହେଲେ ଜିଲାପାଳ

ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ)-ରାଜ୍ୟରେ ଗତ ଏପ୍ରିଲ ୧୫ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହୋଇଛି। ଆସନ୍ତା ୧୬ ତାରିଖରେ ଏହା ଶେଷ ହେବ। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି…

ତାମିଲନାଡୁରେ ଭାଙ୍ଗିଲା କଂଗ୍ରେସ-ଡିଏମକେ ମେଣ୍ଟ, ନୂତନ ସରକାର ଗଠନ ପାଇଁ ବିଜୟଙ୍କ ସହ ହାତ ମିଳାଇଲେ ରାହୁଲ

ଚେନ୍ନାଇ,୬।୫: ତାମିଲନାଡୁରେ ନୂତନ ସରକାର ଗଠନ ପାଇଁ ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇ କଂଗ୍ରେସ ବୁଧବାର ରାଜ୍ୟରେ ଡିଏମକେ ସହିତ ଦୀର୍ଘକାଳୀନ ମେଣ୍ଟ ଭାଙ୍ଗି ଦେଇଛି। କଂଗ୍ରେସ…

ବିଜୟଙ୍କ ଗୋଟି ଚାଳନା! ସରକାର ଆସିବା ପୂର୍ୱରୁ ରାଜନୀତିରେ ଖେଳିଲେ ବଡ଼ ଗେମ୍‌

ଚେନ୍ନାଇ,୬।୫: ତାମିଲନାଡୁରେ କଂଗ୍ରେସ ଏବଂ ଡିଏମକେ ମଧ୍ୟରେ ମେଣ୍ଟ ଭାଙ୍ଗିବାକୁ ବସିଛି। କଂଗ୍ରେସ ଅଭିନେତା ବିଜୟଙ୍କ ଦଳ ଟିଭିକେକୁ ସମର୍ଥନ ଦେବାକୁ ସଙ୍କେତ ଦେଇଛି। କଂଗ୍ରେସ ମହାସଚିବ…

ବାପାଙ୍କ ହାତ ଛାଡ଼ିଦେଲେ ଥଲାପତି ବିଜୟଙ୍କ ପୁଅ! ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୫: ଚଳଚ୍ଚିତ୍ର ଶିଳ୍ପରୁ ରାଜନୀତିରେ ପ୍ରବେଶ କରିଥିବା ଅଭିନେତା ଥଲାପତି ବିଜୟ ତାଙ୍କର ପ୍ରଥମ ନିର୍ବାଚନରେ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ତାମିଲନାଡୁ ବିଧାନସଭା ନିର୍ବାଚନରେ…

ଇସ୍ତଫା ଦେଲେ ହିମନ୍ତ ବିଶ୍ୱଶର୍ମା

ଦିଶପୁର,୬ା୫: ଇସ୍ତଫା ଦେଇଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ସେ ରାଜ୍ୟପାଳଙ୍କୁ ଭେଟି ତାଙ୍କର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ରାଜଭବନରେ ଲକ୍ଷ୍ମଣ ଆଚାର୍ଯ୍ୟଙ୍କୁ ଭେଟି ସେ ଇସ୍ତଫାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri