Advertisement
Posted inଜାତୀୟ

ବଡ଼ ସଡ଼କ ଦୁର୍ଘଟଣା: ଚାଲିଗଲା ୯ ଜୀବନ

ଶ୍ରୀନଗର,୨୮।୧୦: ଜମ୍ମୁ କଶ୍ମୀରର ଡୋଡା ଠାରେ ଏକ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଗୁରୁବାର ସକାଳେ ଥାଟ୍ରି-ଡୋଡା ରାସ୍ତାରେ ସୁଇ ଗାୱାରୀରେ ଏହି ସଡ଼କ ଦୁର୍ଘଟଣା ଘଟିଛି। ଟଡ୍ରାଇଭର ସୁଇ ଗାୱାରୀରେ ଗାଡିର ନିୟନ୍ତ୍ରଣ ହରାଇବାରୁ ଗାଡିଟି ଏକ ଗଭୀର ଘାଟରେ ଖସି ଯାଇଥିଲା। ଆହତମାନଙ୍କୁ ଚିକିତ୍ସା ପାଇଁ ଜିଏମସି ଡୋଡାକୁ ନିଆଯାଇଥିଲା। ସେନା ଏବଂ ପୋଲିସ ଅଧିକାରୀ ପକ୍ଷରୁ ଘଟଣାସ୍ଥଳରେ ପହଞ୍ଚି ରିଲିଫ ଓ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସଡ଼କ ଦୁର୍ଘଟଣାକୁ ଦୁଃଖ ପ୍ରକାଶ କରିଛନ୍ତି। ସେ ଟୁଇଟ୍‌ କରି ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ସୁସ୍ଥ ହେଲେ ୧୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ, ୧୬।୬: କରୋନା ମହାମାରୀ ଯୋଗୁ ଭାରତରେ ସଙ୍କଟଜନକ ସ୍ଥିତି ସୃଷ୍ଟି ହୋଇଛି। ମଙ୍ଗଳବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର...

ନ୍ୟାୟ ନ ମିଳିବାରୁ ସୁପ୍ରିମକୋର୍ଟ ଆଗରେ ଆତ୍ମହୁତି : ପୀଡ଼ିତାଙ୍କ ମୃତ୍ୟୁ

ଲକ୍ଷ୍ନୌ,୨୪।୮: ବିଏସ୍‌ପି ଏମ୍‌ପି ଅତୁଲ ରାଇଙ୍କ ବିରୋଧରେ ୨୦୧୯ରେ ବଳାତ୍କାର ଅଭିଯୋଗ ଆଣିଥିବା ପୂର୍ବ ଉତ୍ତରପ୍ରଦେଶର ୨୪ ବର୍ଷୀୟା ମହିଳାଙ୍କର ମଙ୍ଗଳବାର ଦିଲ୍ଲୀ ହସ୍ପିଟାଲରେ ମୃତ୍ୟୁ...

ଯୁଗ ବଦଳିଯାଏ କିନ୍ତୁ ବିଶ୍ୱାସ ଚିରସ୍ଥାୟୀ

ଗାନ୍ଧୀନଗର,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୁଜରାଟ ଗସ୍ତରେ ଅଛନ୍ତି। ମା’ଙ୍କ ୧୦୦ତମ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଭାଇ ପଙ୍କଜ ମୋଦିଙ୍କ ଘରେ...

୧୧ ଟ୍ରାକରଙ୍କ ମୃତ ଦେହ ଉଦ୍ଧାର, ବାୟୁସେନାର ଅପରେଶନ୍‌ ଜାରି…

ନୂଆଦିଲ୍ଲୀ,୨୩।୧୦: ବାୟୁସେନା ଉତ୍ତରାଖଣ୍ଡର ଲାମଖାଗା ଗିରିପଥ ନିକଟରୁ ସମୁଦ୍ର ପତ୍ତନଠାରୁ ୧୭,୦୦୦ ଫୁଟ ଉଚ୍ଚରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି। ଏଠାରେ ପ୍ରବଳ ତୁଷାରପାତ ଏବଂ...

ପାନୀୟ ଜଳସଙ୍କଟ: ୧୫୦ ଛାତ୍ରୀଙ୍କ କେଶ କଟାଇଲେ ପ୍ରିନ୍ସିପଲ୍‌

ମେଡକ, ୧୪।୮: ପାନୀୟ ଜଳସଙ୍କଟ ଯୋଗୁ ତେଲେଙ୍ଗାନାର ଏକ ସରକାରୀ ସ୍କୁଲରେ ୧୫୦ ଛାତ୍ରୀଙ୍କ କେଶ କଟା ଯାଇଛି। ଛାତ୍ରୀମାନେ ରହୁଥିବା ହଷ୍ଟେଲରେ ପିଇବା ପାଣିର...

ଭାଙ୍ଗ୍‌ଡା ନାଚିଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୨୩।୯: ପଞ୍ଜାବର ନୂତନ ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ଚନ୍ନିଙ୍କୁ ଗୁରୁବାର କପୁରଥାଲାର ଇନ୍ଦ୍ର କୁମାର ଗୁଜରାଲ ପଞ୍ଜାବ ବୈଷୟିକ ବିଶ୍ୱବିଦ୍ୟାଳୟରେ ଦେଖିବାକୁ ମିଳିଥିଲା। ସେ ଏକ କାର୍ଯ୍ୟକ୍ରମ...

ବଳାତ୍କାର ମାମଲାରେ ଏସ୍‌ପି, ବିଏସ୍‌ପି ନେତା ଗିରଫ

ଲଳିତପୁର, ୧୬।୧୦: ଉତ୍ତରପ୍ରଦେଶରେ ନାବାଳିକା ବଳାତ୍କାର ମାମଲାରେ ସମାଜବାଦୀ ପାର୍ଟି (ଏସ୍‌ପି) ଏବଂ ବହୁଜନ ସମାଜ ପାର୍ଟି (ବିଏସ୍‌ପି)ର ଜିଲା ସଭାପତିଙ୍କ ସମେତ ୭ ଜଣଙ୍କୁ...

୩୫ ମିନିଟ୍‌ କଥାବାର୍ତ୍ତା, ଭାରତୀୟଙ୍କ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ପାଇଁ ଜେଲେନସ୍କିଙ୍କୁ ଧନ୍ୟବାଦ ଦେଲେ ମୋଦି…

ନୂଆଦିଲ୍ଲୀ/କ୍ୱିଭ୍‌,୭।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସହିତ ସୋମବାର ୩୫ ମିନିଟ୍‌ ଫୋନ୍‌ରେ କଥାବାର୍ତ୍ତା ହୋଇଛନ୍ତି। ଏହି ଅବସରରେ ମୋଦି...

Advertisement
Archives

Model This Week