କଳାହାଣ୍ଡି-ବଲାଙ୍ଗୀରକୁ ସଂଯୋଗ କରୁଥିବା ରାସ୍ତା ଶୋଚନୀୟ

ମଦନପୁର,୩୦ା୧୦(ଜଗଦୀଶ ପ୍ରସାଦ ରଣା): କଳାହାଣ୍ଡି ଜିଲାର ମଦନପୁର ରାମପୁର ବ୍ଲକ ଅନ୍ତର୍ଗତ ଗୋଛାଡେଙ୍ଗେନ ପଞ୍ଚାୟତ ଅଧୀନ ବେନାଗୁଡ଼ାରୁ କର୍ଳାକୁବୁଲି ଦେଇ ବଲାଙ୍ଗୀର ଜିଲାର ଗୁଡଭେଲା ବ୍ଲକର ଘୁନା ପଞ୍ଚାୟତ ଅଧୀନରେ ବଗବାହଲକୁ ସଂଯୋଗ କରୁଥିବା ରାସ୍ତା ଅତିଦୟନୀୟ ଅବସ୍ଥା।

ସୂଚନାଯୋଗ୍ୟ, କଳାହାଣ୍ଡି ଜିଲାର ବେନାଗୁଡ଼ାଠାରୁ ବଲାଙ୍ଗୀର ଜିଲାର ବଗବାହାଲକୁ ସଂଯୋଗ କରୁଥିବା ରାସ୍ତା କେବଳ ୧.୫୦୦ ମିଟର ହୋଇଥିବା ବେଳେ ସେହି ରାସ୍ତା ନିର୍ମାଣ କରିବା ପାଇଁ ବର୍ଷବର୍ଷ ଧରି ଦାବି କରି ଆସୁଥିଲେ ମଧ୍ୟ କୌଣସି ଫଳପ୍ରଦ ହୋଇପାରିନାହିଁ। ଯାହା ଦ୍ୱାରା ଜନ ଅସନ୍ତୋଷ ବୃଦ୍ଧି ପାଇଛି। ବିଭିନ୍ନ ସମୟରେ ଗୁଡ଼ଭେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯିବା ଆସିବା କରିବା ପାଇଁ ଲୋକଙ୍କୁ ସୁବିଧା ଦୃଷ୍ଟିରୁ ଏହାକୁ ଶୀଘ୍ର ନିର୍ମାଣ କଲେ ଏ ଅଞ୍ଚଳର ଲୋକେ ଉପକୃତ ହେବେ ବୋଲି ଦାବି ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

ଡେପୁଟେସନ ନୁହେଁ, ସ୍ଥାୟୀ ଶିକ୍ଷକ ଦରକାର: ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୧୬।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ସୃଷ୍ଟି ହୋଇଥିବା…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟ ସେବା: ଥୁଆମୂଳ ରାମପୁର CHCରେ ଅବ୍ୟବସ୍ଥାର ଚିତ୍ର

ଥୁଆମୂଳ ରାମପୁର, ୧୬।୩:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତ୍ୟନ୍ତ ଦୁର୍ଗମ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର (CHC) ଏବେ ଅବ୍ୟବସ୍ଥାର ବଳୟରେ। ମେଡିକାଲ ସମ୍ମୁଖର ସୂଚନା…

ମୃତ୍ୟୁ ପରେ ଅଙ୍ଗଦାନ କରିବାକୁ ପଞ୍ଜୀକରଣ କଲେ ମହିଳା ଚାଷୀ

କର୍ଲାମୁଣ୍ଡା,୧୫ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧଅଁରାଖମନ ଗାଁର ସଫଳ ମହିଳା ଜୈବିକ ଚାଷୀ ଫାଲ୍‌ଗୁନି ଭୋଇ ( ୪୦) ଶରୀରର…

ବନ୍ଧୁକ ଛାଡ଼ି ମୁଖ୍ୟସ୍ରୋତରେ ସାମିଲ ହେଲେ ୧୧ ମାଓବାଦୀ, ଆବେଦନ କରି DGP କହିଲେ…

ଭବାନୀପାଟଣା,୧୪।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ରିଜର୍ଭ ପୋଲିସ ପଡ଼ିଆଠାରେ ରବିବାର ଏକାସାଙ୍ଗରେ ୧୧ ଜଣ ମାଓବାଦୀ ନିଜ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି। ରାଜ୍ୟ…

ତଳଆମ୍ବପଦରରେ ରକ୍ତାକ୍ତ ସଂଘର୍ଷ: ୨୧ ଜଣ ଗିରଫ, ବିଧାନସଭାରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ପ୍ରଶ୍ନ

ଥୁଆମୂଳ ରାମପୁର,୧୫।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ତଳଆମ୍ବପଦର ଗ୍ରାମରେ ସିଜିମାଳି ଖଣି ଖନନକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ବିବାଦ ଉଗ୍ର…

ଅସ୍ବାଭାବିକ ପାଣିପାଗ, ମହୁଲ ଗଛରେ ଧରୁନି ଫୁଲ: ଅଭାବୀ ବିକ୍ରିର ଶିକାର ହେଉଛି ସଂଗ୍ରହକାରୀ

ଭବାନୀପାଟଣା,୧୪ା୩(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ଆଦିବାସୀ ତଥା ଦୁର୍ଗମ ଅଞ୍ଚଳବାସୀଙ୍କ ଜୀବନଜୀବିକା ସହ ଜଡିତ ଲଘୁ ବନଜାତ ଦ୍ରବ୍ୟ ମହୁଲ ଫୁଲ। ହେଲେ ଅସ୍ବାଭାବିକ ପାଣିପାଗ ଯୋଗୁ…

ସାହସ ଆଗରେ ହାର ମାନିଛି ଭିନ୍ନକ୍ଷମ: ସାଉଁଟୁଛନ୍ତି ପ୍ରଶଂସା

ଭବାନୀପାଟଣା,୧୪ା୩(ଉତ୍ତମ କୁମାର ଦାଶ):ଜନ୍ମରୁ ଭିନ୍ନକ୍ଷମ ହୋଇ ବି ସକ୍ଷମ ଭାବରେ ଜୀବନଯାପନ କରୁଛନ୍ତି। ଜୀବନ ଯୁଦ୍ଧରେ କେବେ ହାର ନ ମାନି ସୃଷ୍ଟି କରିପାରିଛନ୍ତି ନିଜର ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri