ରାସ୍ତା ପାଲଟିଛି ମରଣଯନ୍ତା

ପୁରୁଷୋତ୍ତମପୁର,୨୨।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସହର ଓ କୋଦଳା ସହରକୁ ସଂଯୋଗ କରୁଥିବା ରାସ୍ତା ମରଣଯନ୍ତା ପାଲଟିଛି । ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନରେ ଥିବା ୧୫ କି.ମି. ବିଶିଷ୍ଟ ଏହି ଆଛୁଲି-ସମା-ଚିଙ୍ଗୁଡିଘାଇ ମୁଖ୍ୟ ରାସ୍ତାଟି ଭାଙ୍ଗି ବିଭିନ୍ନ ସ୍ଥାନରେ ଖାଲଖମା ହୋଇ ପଡ଼ିଛି। ଏହା ସହ ସମା ଓ ବରଗାଁ ମଧ୍ୟରେ ରାସ୍ତାରେ ଥିବା କଲଭର୍ଟଟି ଦବିଯାଇ ବିରାଟ ଖାଲ ହୋଇ ପଡିଛି। ରାସ୍ତାରେ ପାଣି ଜମିରହିଛି। ଲୋକେ ନାହିଁ ନ ଥିବା ସମସ୍ୟା ଭୋଗୁ ଥିବା ବେଳେ ଦୁର୍ଘଟଣା ଘଟୁଛି। ଏଥିପ୍ରତି ଜିଲାପାଳ ଓ ଗ୍ରାମ୍ୟ ଉନ୍ନୟନ ବିଭାଗର ବରିଷ୍ଠ ଅଧିକାରୀ ଓ ଯନ୍ତ୍ରୀମାନେ ତୁରନ୍ତ ଦୃଷ୍ଟିଦେଇ ରାସ୍ତା ମରାମତି ଲାଗି ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ କରୋନା ମୃତ୍ୟୁସଂଖ୍ୟା ୩୦୦ ଛୁଇଁଲା

ଛତ୍ରପୁର,୧୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି। ଏଥିସହ କରୋନାରୁ ସୁସ୍ଥ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି ମାତ୍ର ଗଞ୍ଜାମରେ କରୋନା...

କୋଭିଡ୍‌ ଫଣ୍ଡକୁ ଅଧ୍ୟକ୍ଷା ଦେଲେ ୩୦ ହଜାର

ଦିଗପହଣ୍ଡି,୩୧ା୩(ଡି.ଏନ.ଏ.)- ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଅଧ୍ୟକ୍ଷା ପ୍ରଣତି ପାତ୍ର ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍‌ ରିଲିଫ ପାଣ୍ଠିକୁ ୩୦ ହଜାର ଟଙ୍କା ଦାନ କରିଛନ୍ତି। ଅନ୍‌ଲାଇନ୍‌ରେ ସେ ଏହି...

ବିଜୁ ଯୁବ ବାହିନୀ ସଦସ୍ୟଙ୍କୁ ଆକ୍ରମଣ ଅଭିଯୋଗ

ଦିଗପହଣ୍ଡି,୬।୧(ଡି.ଏନ୍‌.ଏ.)-ଦିଗପହଣ୍ଡି ସହରର ବିଜୁ ଯୁବ ବାହିନୀ ସଦସ୍ୟ କାହ୍ନୁ ନାହାକଙ୍କୁ ସୋମବାର କେତେକ ଯୁବକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ସନ୍ଧ୍ୟାରେ କାହ୍ନୁ ଦିଗପହଣ୍ଡି ବସଷ୍ଟାଣ୍ଡରେ...

ବିଭିନ୍ନ ପ୍ରକଳ୍ପର ଉନ୍ନୟନ କାର୍ଯ୍ୟ ବୁଲି ଦେଖିଲେ ଗଞ୍ଜାମ ଜିଲାପାଳ

ଗଞ୍ଜାମ,୨୮ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଗୁରୁବାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ବଟେଶ୍ୱର ଶୈବପୀଠ ପରିଦର୍ଶନ କରିଥିଲେ l ସେଠାରେ ନୂତନ ଭାବେ...

ଡୁଙ୍ଗୁରୁଗୁଡା ଗ୍ରାମରେ ତିନି ଭାଇଙ୍କୁ ବାସନ୍ଦ ଘଟଣା: ବିଇଓଙ୍କ ସହ ଆଲୋଚନା କଲେ ବାସନ୍ଦ ପରିବାର

ପାତ୍ରପୁର,୧୭ା୯(ଡି.ଏନ୍‌.ଏ.)- ଜରଡ଼ା ଥାନା ପାତ୍ରପୁର ବ୍ଲକ ଡୁଙ୍ଗୁରୁଗୁଡା ଗ୍ରାମରେ ସାମାନ୍ୟ କଥାକୁ ନେଇ ୩ଭାଇଙ୍କୁ ଗ୍ରାମରୁ ବାସନ୍ଦ ଘଟଣା ଦିନକୁ ଦିନ ବଢିବାରେ ଲାଗିଛି। ମଙ୍ଗଳବାର...

କ୍ଷେତରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବ୍ରହ୍ମପୁର ଅଫିସ,୫।୧୨: ଗଞ୍ଜାମ ଜିଲା ବ୍ରହ୍ମପୁର ଖଜୁରିଆ ଜାତୀୟ ରାଜପଥ କଡରେ ଥିବା ଏକ ବୁଦାମୂଳରୁ ଗୋସାଣି ନୂଆଗାଁ ପୋଲିସ ଜଣେ ଯୁବକଙ୍କ ଗଳିତ ମୃତଦେହ...

୫ ବସ୍‌ରେ ଆସି ଦିଗପହଣ୍ଡିରେ ପହଞ୍ଚିଲେ ୩୦୪ ପ୍ରବାସୀ ଓଡ଼ିଆ

ଦିଗପହଣ୍ଡି,୪ା୫(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକକୁ ରବିବାର ରାତିରେ ସୁରଟ ଓ କେରଳରୁ ସମୁଦାୟ ୩୦୪ ଜଣ ପ୍ରବାସୀ ଓଡ଼ିଆ ଆସି ପହଞ୍ଚିଛନ୍ତି। ସେମାନଙ୍କ...

ମୋହନାରେ ବିଜେଡି ପ୍ରାର୍ଥୀ ଆଗୁଆ

ମୋହନା,୨୩।୫(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ ୮ମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ପୂର୍ଣ୍ଣବାସୀ ନାୟକ ୧୪,୬୨୭ ଭୋଟ ପାଇ ଆଗୁଆ...

Advertisement
Archives

Model This Week