ବନ୍ଧରାସ୍ତା ପାଲଟିଛି ମରଣଯନ୍ତା

ବ୍ରହ୍ମବରଦା,୩ା୬(ଡି.ଏନ.ଏ.): ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ପଞ୍ଚାୟତର ସ୍ବାଇଁସାହିଠାରେ ଥିବା ବନ୍ଧ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଫଳରେ ଅସରାଏ ବର୍ଷା ହେଲେ ଏହି ରାସ୍ତାରେ ଯାତାୟାତ ଠପ୍‌ ହୋଇପଡ଼ୁଛି। ଉକ୍ତ ରାସ୍ତାଦେଇ ଆଖପାଖ ପ୍ରାୟ ୫ଟି ପଞ୍ଚାୟତର ଶତାଧିକ ଲୋକ ଦୈନିକ ଯାତାୟାତ କରିଥାନ୍ତି। ହେଲେ ବର୍ଷା ପାଣିରେ ମାଟି ଧୋଇ ହୋଇ ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ରାତିରେ ଟିକିଏ ଅସାବଧାନ ହେଲେ ବଡ଼ ଦୁର୍ଘଟଣା ଘଟିବାର ଆଶଙ୍କା ରହିଛି। ତେବେ ଅସରାଏ ବର୍ଷାରେ ରାସ୍ତା ଅବସ୍ଥା ଯଦି ଏପରି ହେଉଛି ତା ହେଲେ ଆଗକୁ ଆସୁଥିବା ବର୍ଷା ଋତୁରେ ରାସ୍ତାର ଅବସ୍ଥା କ’ଣ ହେବ ତାହା ସ୍ପଷ୍ଟ ଅନୁମେୟ। ତେଣୁ ଯଥାଶୀଘ୍ର ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ରାସ୍ତା ମରାମତି କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ଏହା ନ ହେଲେ ଲୋକେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମାଙ୍କ ଉପରେ ଝୁଲୁଛି ଖଣ୍ଡା: ସବୁ ନିଷ୍ପତି ନେବ BCCI

ମୁମ୍ବାଇ,୩।୯: BCCI ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଯାଉଛି । ଏଠାରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ଅଛି। ଆୟରଲାଣ୍ଡ ଏବଂ…

ଶିକ୍ଷା ବିଭାଗରେ ହଇଚଇ! ୧୨ ଛାତ୍ରୀଙ୍କୁ ବଳାତ୍କାର କଲେ ଶିକ୍ଷକ, ଭିଡିଓ ଭାଇରାଲ୍‌ ପରେ…

ପାଟନା,୩।୯: ବିହାରର ବକ୍ସର ଜିଲାରୁ ସାମ୍ନାକୁ ଆସିଛି ଏକ ସାଂଘାତିକ ଘଟଣା। ଡୁମରାଓ ପ୍ରଖଣ୍ଡର ଦୁଇଜଣ ଶିକ୍ଷକ ପ୍ରାୟ ୧୨ ଜଣ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ସହ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ହିତାଧିକାରୀଙ୍କୁ ମିଳିଲା ୨ ମାସର ଚାଉଳ, ବାକି ୩ ମାସକୁ ନେଇ…

ଅମରପାଲି,୩ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବହଳପଦର ପଞ୍ଚାୟତରେ ନୂତନ ରାଶନ କାର୍ଡ ପାଇବା ସତ୍ତ୍ୱେ ହିତାଧିକାରୀମାନେ ୫ ମାସ ଧରି ଚାଉଳ ପାଉ ନ…

ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…

ପାଟନା,୩।୯: ବିହାରର ଔରଙ୍ଗାବାଦ ଜିଲା କୁଟୁମ୍ବା ଥାନା ଅଞ୍ଚଳରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ କରି…

କରିଲୋପାଟଣା କଲେଜ ଅଧ୍ୟକ୍ଷ ଦାୟିତ୍ୱ ହସ୍ତାନ୍ତର ବିବାଦ: ରେକର୍ଡ ଯାଞ୍ଚ

ମାର୍ଶାଘାଇ,୩ା୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ମାର୍ଶାଘାଇ ବ୍ଲକ କରିଲୋପାଟଣା ମହାବିଦ୍ୟାଳୟରେ ଅଧ୍ୟକ୍ଷଙ୍କୁ ଦାୟିତ୍ୱ ହସ୍ତାନ୍ତର ନେଇ ବିବାଦ ଘଟଣାରେ ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ତଥା କେନ୍ଦ୍ରାପଡ଼ା ଉପ…

ଚାକିରି ଛାଡ଼ିଲେ ବାୟୁସେନାର ଗ୍ରୁପ କ୍ୟାପ୍ଟେନ ଅଭିନନ୍ଦନ: ଏବେ କରୁଛନ୍ତି…

ନୂଆଦିଲ୍ଲୀ,୩।୯: ଭାରତୀୟ ବାୟୁସେନାର ଗ୍ରୁପ କ୍ୟାପ୍ଟେନ ଅଭିନନ୍ଦନ ବର୍ଦ୍ଧମାନଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଅଭିନନ୍ଦନ ବାୟୁସେନାରୁ ତାଙ୍କ ସେବା ଛାଡି…

୫. ୮ କୋଟିଙ୍କୁ ମିଳିବ ରୋଜଗାର! ବାଇକ ଟ୍ୟାକ୍ସିକୁ ନେଇ ସବୁ ରାଜ୍ୟ ସରକାରଙ୍କୁ ଏହି ନିର୍ଦ୍ଦେଶ ଦେଲେ ଗଡ଼କରୀ

ନୂଆଦିଲ୍ଲୀ,୩।୯: ଦେଶରେ ଟ୍ରାନ୍ସପୋର୍ଟ ବ୍ୟବସ୍ଥାକୁ ଆହୁରି ସହଜ ଓ ରୋଜଗାରମୁଖୀ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଯୋଜନା ଉପରେ ଜୋର ଦେଉଛନ୍ତି। କେନ୍ଦ୍ରୀୟ ସଡ଼କ…

ମହାକାଳପଡ଼ାର ଏହି ସ୍ଥାନରେ ପ୍ରତିଷ୍ଠା ହେବ ଜାହାଜ ନିର୍ମାଣ କାରଖାନା, ଏମ୍‌ପି-ବିଧାୟକଙ୍କ ଉଦ୍ୟମକୁ ନେଇ…

ମହାକାଳପଡ଼ା,୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ସଭାଗୃହଠାରେ ଅଷ୍ଟମ ପଞ୍ଚାୟତ ସମିତି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ମୀରାରାଣୀ ମହାନ୍ତିଙ୍କ ସଭାପତିତ୍ୱରେ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri