ଖରାପ ହୋଇ ପଡ଼ିଥିଲା ରାସ୍ତା: ନିର୍ମାଣ କଲେ ମହିଳା ସଂଘ, ପ୍ରବାସୀ ଶ୍ରମିକ

ଛତ୍ରପୁର,୨୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ହେଡକ୍ୱାର୍ଟର୍ସ ଛତ୍ରପୁର ଏନ୍‌ଏସିର ରାମନଗର ଦ୍ୱିତୀୟ ଲେନ୍‌ର ରାସ୍ତା ଖରାପ ହୋଇଯାଇଥିଲା। ରାସ୍ତାର ବିଭିନ୍ନ ସ୍ଥାନରେ ଗର୍ତ୍ତ ହୋଇ ପାଣି ଜମି ରହୁଥିଲା। ତେଣୁ ଉକ୍ତ ରାସ୍ତା ଦେଇ ଯାତାୟାତ କରୁଥିବା ଲୋକଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଥିଲା। ତେବେ ଏନଏସି ପକ୍ଷରୁ ଚାଲିଥିବା ସହରାଞ୍ଚଳ ମଜୁରୀ ନିଯୁକ୍ତି ଯୋଜନାରେ ମହିଳା ସଂଘର ସଦସ୍ୟା ଓ ପ୍ରବାସୀ ଶ୍ରମିକମାନେ ଉକ୍ତ ରାସ୍ତାକୁ ନିର୍ମାଣ କରିଛନ୍ତି। ଏ ନେଇ ଛତ୍ରପୁର ଏନ୍‌ଏସି ନିର୍ବାହୀ ଅଧିକାରୀ ଏନ୍‌ ଗଣେଶ ବାବୁ ଏହାର ପ୍ରଶଂସା କରବା ସହ ବୁଧବାର ଟୁଇଟ କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମାୟଣ ନିର୍ଦ୍ଦେଶକଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, ୫୦ରୁ ଅଧିକ ନାଟକରେ ନିର୍ଦ୍ଦେଶନା ଦେଇ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଅବିଭକ୍ତ ଗଞ୍ଜାମ ଜିଲାର ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ଦାମୋଦର ବାଡ଼ତ୍ୟା (ଦାମ ମାଷ୍ଟ୍ର)ଙ୍କ ୮୫ ବର୍ଷ ବୟସରେ ତାଙ୍କ ପୈତୃକ ଗ୍ରାମ…

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ…

କେଉଁଦିନ ହେବ ମହାବିନାଶକାରୀ ରାତି? ଜଣାପଡିଲା ପ୍ରଳୟର ତାରିଖ!

ବିଶ୍ୱାସ, ଇତିହାସ ଏବଂ ରାଜନୀତି ଉପରେ ହେଉଥିବା ବିତର୍କରେ ପ୍ରାୟତଃ ବିନାଶକାରୀ ରାତିର ଉଲ୍ଲେଖ କରାଯାଏ। ସମ୍ପ୍ରତି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ…

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ବିଜେଡିରୁ ଇସ୍ତଫା ଦେଲେ ଜିଲା ଉପସଭାପତି, ଏହି କାରଣ ଦର୍ଶାଇ…

ରାୟଗଡା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ଜିଲାରେ ବିଜେଡି ପାଇଁ ବଢୁଛି ଅଡ଼ୁଆ। ଜିଲା କମିଟି ଘୋଷଣା ହେବା ପରେ ଦାୟିତ୍ୱ ପାଇଥିବା ଜଣେ ଉପସଭାପତି ତାଙ୍କ ପଦବୀରୁ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri