ରାଇବଣିଆ, ୧୭।୫: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଚମାର ଗାଁ ପଞ୍ଚାୟତର ଚାଫ୍ଲାଆ ଛକଠାରୁ ଜଳେଶ୍ୱରକୁ ଯିବା ପାଇଁ ଥିବା ପ୍ରଧାନମନ୍ତ୍ରୀ ସଡ଼କ ଅବସ୍ଥା ଶୋଚନୀୟ ହୋଇପଡିଛନ୍ତି। ଅସରାଏ ବର୍ଷାରେ ରାସ୍ତା ମରଣଯନ୍ତା ପାଲଟିଛି।
ହଜାର ହଜାର ଲୋକେ ଏହି ରାସ୍ତା ଦେଇ ପ୍ରତ୍ୟେକ ଦିନ ଯିବା ଆସିବା କରିଥାନ୍ତି। ସୋମବାର ରାତିରେ ବର୍ଷା ପରେ କେତେକ ଲୋକେ ପଡ଼ି ଆହତ ହୋଇ ଡାକ୍ତରଖାନା ଯାଇଛନ୍ତି। ଏହି ରାସ୍ତାରେ ଚାଲି ଚାଲି ଯିବା କଷ୍ଟକର। କାଦୁଅ ରାସ୍ତାକୁ ଦେଖି ପାଖ ଲୋକେ ସଫା କରିବା ପାଇଁ ବାହାରି ଆସିଥିଲେ। ଏହି ରାସ୍ତାରେ ଟ୍ରାକ୍ଟର ଓ ହାର୍ଭେଷ୍ଟର ଯାତାୟାତ କରୁଥିବାରୁ ଜମିରୁ ମାଟି ଆସି ରାସ୍ତା କାଦୁଅ ହେଉଥିବା ଜଣାପଡିଛି। ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି।
Posted inHome Left, ଆମ ଜିଲା ଖବର, ବାଲେଶ୍ୱର View All
ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ
ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…
ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍, ୬୨ଟଙ୍କାରୁ ଅଧିକ …
ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…
ଏମ୍ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି
ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…
ବିଶ୍ୱର ପ୍ରଥମ ବ୍ୟାଟର୍ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା
ଗୁଆହାଟୀ,୧।୧୦: ‘ହିଟ୍ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…
ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ
ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…
ଗିଲ୍ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…
ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…
ଭୁବନେଶ୍ୱର,୧।୧୦(ସୁନିତ୍ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…
ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା
ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

