ମେସିନ୍‌ କାଟି ଟଙ୍କା ଲୁଟିଲେ ଲୁଟେରା

ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜଧାନୀରେ ପୁଣି ମାତିଲେ ଏଟିଏମ୍‌ ଲୁଟେରା। ସୋମବାର ବିଳମ୍ବିତ ରାତିରେ ଶିଶୁପାଳଗଡ଼ ଇନ୍ଦିରାକଲୋନୀ ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌ ହୋଇଛି। ଟଙ୍କା ନ ବାହାରିବାରୁ ଏଟିଏମ୍‌ ମେସିନକୁ ଘୋଷାଡି ଘୋଷାଡି କିଛିବାଟ ନେଇ ଯାଇଥିଲେ ଦୁର୍ବୃତ୍ତ । ପରେ ମେସିନ୍‌ କାଟି ଟଙ୍କା ନେଇ ଦୁର୍ବୃତ୍ତ ଫେରାର୍‌ ହୋଇଯାଇଥିବା ଜଣାପଡିଛି। ସେପଟେ ଏଟିଏମ୍‌ ଭିତରେ ଓ ବାହାରେ ପଡ଼ିଛି ଟେଣ୍ଡହାଉସ କପଡ଼ା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ଇରାନ ଯୁଦ୍ଧରେ ଫସିଗଲେ ଟ୍ରମ୍ପ, ହରାଇବେ ପଦ! ଇସ୍ତଫା ଦାବି କଲେ…

ଓ୍ବାଶିଂଟନ୍‌,୮।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ ୨୮ ତାରିଖରେ ଯେତେବେଳେ ଇସ୍ରାଏଲ ସହ ମିଶି ଇରାନ ବିରୁଦ୍ଧରେ ଆକ୍ରମଣ ଆରମ୍ଭ କରିଥିଲେ, ସେତବେଳେ ସେ ଭେନେଜୁଏଲାରେ…

ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି: ଚିଠି କରି କାମ ସାରିଦେଲେ…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ…

ଯୁଦ୍ଧ ବନ୍ଦ କରିବା ପରେ ପାକିସ୍ତାନର ପ୍ରଧାନମନ୍ତ୍ରୀଙ୍କ ବିସ୍ଫୋରକ ବୟାନ: ମୁଁ ଘୋଷଣା କରୁଛି ଯେ, ଆଗାମୀ ଦିନରେ…

ଇସଲାମାବାଦ,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଶେଷରେ ଆମେରିକା ଏବଂ ଇରାନ ଯୁଦ୍ଧବିରତି ଉପରେ ସହମତି ହୋଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା…

ଇରାନ-ଆମେରିକା ଯୁଦ୍ଧବିରତିରେ ଏହି ଦେଶର ବଲ୍ଲେବଲ୍ଲେ, ଆଦାୟ କରିବ ହର୍ମୁଜ ଉପରେ ଶୁଳ୍କ

ଓ୍ବାଶିଂଟନ୍‌,୮।୪: ପଶ୍ଚିମ ଏସିଆରେ ପାଞ୍ଚ ସପ୍ତାହରୁ ଅଧିକ ସମୟ ଧରି ଲାଗି ରହିଥିବା ଯୁଦ୍ଧର ନିଆଁ ଶେଷରେ ଥଣ୍ଡା ପଡ଼ିଛି। ଆମେରିକା ଏବଂ ଇରାନ ଦୁଇ ସପ୍ତାହ…

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri