ମନ୍ଦିରରେ କଳାକନା ବୁଲାଇଲେ ଲୁଟେରା

ଗଞ୍ଜାମ,୨୭।୮(ବିଦ୍ୟାଧର ସାହୁ): ଗତ କିଛି ଦିନ ତଳେ ଗଞ୍ଜାମ ବ୍ଲକ ଅନ୍ତର୍ଗତ କଣ୍ଟିଆ ଗଡ଼ ସ୍ଥିତ ବଟେଶ୍ୱର ମନ୍ଦିର ଦାନ ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଲୁଟିନେଇ ଥିଲେ ଦୁର୍ବୃତ୍ତ l ଉକ୍ତ ଘଟଣାରେ ପୋଲିସ କାହାରିକୁ ଧରି ପାରି ନ ଥିବା ବେଳେ ସୋମବାର ବିଳମ୍ବିତ ରାତିରେ ବୋରିଗାଁ ସ୍ଥିତ ପ୍ରସିଦ୍ଧ ବାବା ଝାଡେଶ୍ୱରୀ ମନ୍ଦିରରୁ କେହି ଦୁର୍ବୃତ୍ତ ହୁଣ୍ଡିରୁ ଟଙ୍କା ଚୋରି ସହ ସେଠାରେ ଥିବା ଏକ ଦୋକାନରୁ କଳାକନା ବୁଲାଇ ଦେଇଥିବା ଜଣାପଡିଛି l ଏନେଇ ମନ୍ଦିର ପରିଚାଳନା କମିଟି ପକ୍ଷରୁ ହୁମା ଫାଣ୍ଡିରେ ଲିଖିତ ଅଭିଯୋଗ କରାଯାଇଛି l ହୁଣ୍ଡିରୁ ଟଙ୍କା ନେବା ସହ ଦୋକାନ ଗୃହରୁ ବିଭିନ୍ନ ଗୁଟଖା, ବିସ୍କୁଟ, ମିକ୍ସଚର, ବିଭିନ୍ନ ପ୍ରକାରର ଥଣ୍ଡା ପାନୀୟ ବୋତଲ ସହ ଡ୍ର’ରେ ଥିବା ସବୁ ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି l ଏହାପୂର୍ବରୁ ପନ୍ଦର ଦିନ ତଳେ ଶତ୍ରୁସୋଲ ମୁକ୍ତେଶର ମନ୍ଦିରରୁ ମଧ୍ୟ ଚୋରି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri