ବ୍ୟାଙ୍କ ସଟର ତାଡି ଲୁଟ ଉଦ୍ୟମ କରୁଥିଲେ ଦୁର୍ବୃତ୍ତ: ମାଡ଼ିବସିଲେ ଗ୍ରାମବାସୀ

ଭୋଗରାଇ, ୧୨l ୧( ପ୍ରଦୀପ ଦାସ ): ବ୍ୟାଙ୍କ ସଟର ତାଡି ଲୁଟ କରିବାକୁ ଉଦ୍ୟମ କରୁଥିବାବେଳେ ଧରିପକାଇଲେ ଗ୍ରାମବାସୀ। ରବିବାର ବିଳମ୍ବିତ ରାତିରେ ୩ ଜଣ ଲୁଟେରା ଲୁଟ କରିବାକୁ ଆସି ଜଣେ କାବୁ ହୋଇଥିଲାବେଳେ ୨ ଜଣ ଚମ୍ପଟ ମାରିଛନ୍ତି । କାବୁ ହୋଇଥିବା ଲୁଟେରା ଜଣକୁ ଉତ୍ତମ ମଧ୍ୟମ ଦେଇ ଥାନରେ ଜିମା ଦେଇଛନ୍ତି ଗ୍ରାମବାସୀ ।
ସୂଚନା ଅନୁଯାୟୀ, ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦା ଥାନା ଅନ୍ତର୍ଗତ ନହରା ଛକରେ ଶାନ୍ତନୁ ଜେନାଙ୍କ ଜନସେବା କେନ୍ଦ୍ର ସହ ପିଏନବିର ଏକ ଶାଖା ବ୍ୟାଙ୍କ ରହିଛି। ଶାନ୍ତନୁ ଗତକାଲି ରାତି ୯ ସମୟରେ ଦୋକାନ ବନ୍ଦ କରି ଘରକୁ ଫେରିଥିଲା ବେଳେ ବିଳମ୍ବିତ ରାତିରେ ୩ ଜଣ ଲୁଟେରା ତାଙ୍କ ଶାଖା ସଟର ତାଡି ଭିତରକୁ ପ୍ରବେଶ କରିଥିଲେ। ଏହି ସମୟରେ ଗାଁର କିଛି ଲୋକେ ଦେଖି ସେମାନଂକୁ ଧରିବା ପାଇଁ ଚେଷ୍ଟା କରିଥିଲା ବେଳେ ୨ ଜଣ ଚମ୍ପଟ ମାରିଥିଲା ବେଳେ ଜଣେ ଧରା ପଡିଯାଇଥିଲେ। ଯୁବକ ଜଣକୁ ଗାଁ ଲୋକେ ଗଣ ଧୂଲେଇ ଦେଇ କମର୍ଦା ଥାନାରେ ଜିମା ଦେଇଛନ୍ତି।
ଏହି ଘଟଣାକୁ ନେଇ ଗାଁ ଲୋକେ ଜନସେବା ମୁଖ୍ୟ ଶାନ୍ତନୁଙ୍କୁ ଖବର ଦେବାପରେ ଶାନ୍ତନୁ ଘଟଣାସ୍ଥଳରେ ପହଞ୍ଚି ଚୋରି ହୋଇଥିବା ଜିନିଷକୁ ନେଇ କମର୍ଦ୍ଦା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ପ୍ରାଥମିକ ତଦନ୍ତ ଚଳାଇଛି l ଧରାପଡ଼ିଥିବା ଯୁବକ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ପଶ୍ଚିମ ମେଦିନୀପୁର ଜିଲା ବୋଲି ଜଣାଯାଇଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

ଏହି ଦିନ ଅନାବରଣ ହେବ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି: ଧାର୍ଯ୍ୟ ହେଲା ଦିନ, ସମୟ

ବଲାଙ୍ଗୀର, ୧୭।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମହାସଭା ପକ୍ଷରୁ ଭଗବାନ ପର୍ଶୁରାମ ଜନ୍ମୋତ୍ସବ ଓ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ।…

Women Reservation Act 2023: ମହିଳା ସଂରକ୍ଷଣ ଆଇନ ସାରା ଦେଶରେ କାର୍ଯ୍ୟକାରୀ: ବିଜ୍ଞପ୍ତି ଜାରି କଲେ ସରକାର, କେବେ କାର୍ଯ୍ୟକାରୀ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୪: କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ମହିଳା ସଂରକ୍ଷଣ ଆଇନ, 2023, ଗୁରୁବାର (ଏପ୍ରିଲ ୧୬) ଠାରୁ କାର୍ଯ୍ୟକାରୀ ହୋଇଛି, ଏବଂ…

ଦେବଗଡ଼ ଜିଲା ପାଇଁ ଗୌରବ: ପଞ୍ଚମ ଶ୍ରେଣୀ ଭାଷା ମହକ ବହିରେ ସ୍ଥାନ ପାଇଲା ‘ପ୍ରଧାନପାଟ’ ବିଷୟବସ୍ତୁ

ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀଭାବେ ଓଡ଼ିଶା ତଥା ରାଜ୍ୟ ବାହାରେ ସୁପରିଚିତ ତଥା ପ୍ରସିଦ୍ଧ ଲାଭ କରିଛି।…

ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୮ମୃତ

ଜାକର୍ତ୍ତା,୧୭।୪: ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନ ପ୍ରଦେଶରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ବର୍ତ୍ତମାନ…

ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ପାଳିତ: ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କଲେ ଦଳୀୟକର୍ମୀ

ପୁରୁଷୋତ୍ତମପୁର,୧୭।୪ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ଓ ବ୍ଲକ ବିଜୁ ଜନତା ଦଳ ତରଫରୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୯ ତମ…

ପ୍ରେମିକଙ୍କ ସହ OYOରେ ଥିଲେ ଝିଅ, ପୋଲିସକୁ ନେଇ ହଠାତ୍‌ ପହଞ୍ଚିଗଲେ ମାଆ, ତା’ପରେ… ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୧୭।୪: ଆପଣ ସୋସିଆଲ ମିଡିଆରେ ଅନେକ ଭିଡିଓ ଦେଖିଥିବେ। ଏଥର ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି ଯେଉଁଥିରେ ଜଣେ ଯୁବତୀଙ୍କୁ ତାଙ୍କ ମାଆ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri