ଭୁବନେଶ୍ୱର,୨୧।୫
ଦେଶର ଅଗ୍ରଣୀ ଆଇଟି କମ୍ପାନୀ ‘ଏଚ୍ସିଏଲ୍ ଟେକ୍ନୋଲୋଜିସ୍’ର ସହଯୋଗୀ ଅନୁଷ୍ଠାନ ଏଚ୍ସିଏଲ୍ ଫାଉଣ୍ଡେଶନ ପକ୍ଷରୁ ଏହାର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍ଆର୍) କାର୍ଯ୍ୟକ୍ରମ ଜରିଆରେ ଏଚ୍ସିଏଲ୍ ଗ୍ରାଣ୍ଡ ପାନ୍ ଇଣ୍ଡିଆ ସିମ୍ପୋଜିୟମ-୨୦୨୨ର ୮ମ ସଂସ୍କରଣର ଶୁଭାରମ୍ଭ ଶୁକ୍ରବାର ସ୍ଥାନୀୟ ଏକ ବିଶ୍ୱବିଦ୍ୟାଳୟ ପରିସରରେ କରାଯାଇଛି। ଏହି ଅବସରରେ ଏଚ୍ସିଏଲ୍ ଫାଉଣ୍ଡେଶନର ନିର୍ଦ୍ଦେଶକ ନିଧି ପୁନଧିର, ସିଏସ୍ଓ୍ବାଇଡିର ଜଗଦାନନ୍ଦ,ବରିଷ୍ଠ ପ୍ରଶାସକ ଅରବିନ୍ଦ ବେହେରା ଏବଂ ନିରଜ କୁମାର ପ୍ରମୁଖ ବକ୍ତାଙ୍କୁ ନେଇ ଉକ୍ତ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିରେ ଓଡ଼ିଶା ଓ ଏହାର ପଡ଼ୋଶୀ ରାଜ୍ୟର ବିଭିନ୍ନ ବର୍ଗର ୧୦୦ରୁ ଅଧିକ ଏନ୍ଜିଓଙ୍କୁ ଉକ୍ତ କର୍ମଶାଳାରେ ସାମିଲ କରାଯାଇଥିଲା। ଅପରପକ୍ଷରେ ଫାଉଣ୍ଡେଶନ ପକ୍ଷରୁ ଏକ ଜାତୀୟ ସ୍ତରର କର୍ମଶାଳାରେ ‘ଦେଶ ନିର୍ମାଣରେ ସିଏସ୍ଆର୍’ର ଭୂମିକା ଶୀର୍ଷକ ବିଷୟବସ୍ତୁ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ନିଧି ପୁନଧିର କହିଥିଲେ, ସିଏସ୍ଆର୍ ଜରିଆରେ ଭାରତର ଚିତ୍ର (ଶିକ୍ଷା, ସ୍ବାସ୍ଥ୍ୟ ଓ ପରିବେଶ) ଓ ଏହାର ଗୋଷ୍ଠୀ ବିକାଶ ଯାତ୍ରା ସମ୍ପର୍କରେ ମୋଟାମୋଟି ଉପସ୍ଥାପନା ସହ ଗ୍ରାମ୍ୟ ବିକାଶ କ୍ଷେତ୍ରରେ ବିଭିନ୍ନ ସଂସ୍ଥାର ଉଲ୍ଲେଖନୀୟ କାର୍ଯ୍ୟ ଏବଂ ଏନ୍ଜିଓଗୁଡିକୁ ସମର୍ଥନ କରୁଥିବା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଏଚ୍ସିଏଲ୍ ଗ୍ରାଣ୍ଟ ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ। ସେହିଭଳି କାର୍ଯ୍ୟକ୍ରମର ୮ମ ସଂସ୍କରଣରେ ମୋଟ ୧୬.୫ କୋଟି ଟଙ୍କାର ଅନୁଦାନ ପାଣ୍ଠି ଯୋଗାଇବାର ପ୍ରତିଶ୍ରୁତି ମଧ୍ୟ ଦିଆଯାଇଛି।
ଅବସରବେଳେ ଦରକାର ୧କୋଟି ଟଙ୍କା? ଏହି ଫର୍ମୂଲାରେ ୫ମାସରେ ମିଳିଯିବ ଟଙ୍କା, ଜାଣନ୍ତୁ କେମିତି
ନୂଆଦିଲ୍ଲୀ,୨୩।୧୨:ଲୋକମାନେ ପ୍ରାୟତଃ ଅବସର ସମୟରେ କୋଟି କୋଟି ଟଙ୍କାର କର୍ପସ ପାଇବାର ସ୍ୱପ୍ନ ଦେଖନ୍ତି, କିନ୍ତୁ କେବଳ କିଛି ଲୋକ ଏହି ସୱପ୍ନକୁ ପୂରଣ କରିପାରିବେ।...
ଏପ୍ରିଲ ପରେ ବନ୍ଦ ହୋଇଯିବ ଏହି ୬ଟି ବଡ଼ ବ୍ୟାଙ୍କ? ଆକାଉଣ୍ଟ ଥିଲେ କଣ କରିବେ…
ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାର ପୁଣିଥରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛନ୍ତି। ରିପୋର୍ଟ ଅନୁଯାୟୀ ସରକାର ଛଅଟି ବଡ଼ ସରକାରୀ ବ୍ୟାଙ୍କକୁ ପରସ୍ପର...
8th Pay Commissionକୁ ନେଇ ଆସିଲା ବଡ଼ ଅପ୍ଡେଟ: ଜାନୁଆରୀରେ ବଢିଯିବ…
ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୨୦୨୬ ବର୍ଷ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବାକୁ ଯାଉଛି। ୭ମ ବେତନ କମିଶନର ଅବଧି ୩୧...
Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍
ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...
AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ
ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...
ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ
ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...
ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍, ଜାଣିରଖନ୍ତୁ…
ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ...
UPI ପେମେଣ୍ଟରେ ନୂତନ ସୀମା ନିର୍ଣ୍ଣୟ କରିବ NPCI, ଏପରି ହେଉଛି ଠକେଇ
ନୂଆଦିଲ୍ଲୀ,୨୨।୧୨: ୟୁନିଫାଇଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (UPI) ମାଧ୍ୟମରେ ହେଉଥିବା ଆର୍ଥିକ ଜାଲିଆତିକୁ ରୋକିବା ପାଇଁ ନ୍ୟାସନାଲ ପେମେଣ୍ଟସ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଏକ ଗୁରୁତ୍ୱପୂର୍ଣ୍ଣ...
Archives


