Posted inଫୁରସତ

ବିକାଶର ଲକ୍ଷ୍ୟ ହାସଲ କରିବାରେ ଏନ୍‌ଜିଓର ଭୂମିକା ଗୁରୁତ୍ୱପୂର୍ଣ୍ଣ

ବିଶ୍ୱବ୍ୟାପୀ ଅଣ-ସରକାରୀ ସଂଗଠନ (ଏନ୍‌ଜିଓ)ଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ଅବଦାନକୁ ସମ୍ମାନିତ କରିବା ଏବଂ ସ୍ବୀକୃତି ଦେବା ପାଇଁ ପ୍ରତିବର୍ଷ ଫେବୃଆରୀ ୨୭ରେ ବିଶ୍ୱ ଏନ୍‌ଜିଓ ଦିବସ ପାଳନ କରାଯାଏ। ଏହି ଦିବସ ପାଳନ କରିବାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଲୋକମାନଙ୍କୁ ଏନ୍‌ଜିଓଗୁଡ଼ିକରେ ଅଧିକ ସକ୍ରିୟ ଭାବରେ ସାମିଲ ହେବା ପାଇଁ ପ୍ରେରଣା ଦେବା। ଏହି ଦିନର ଗୁରୁତ୍ୱ ଆମ ସମସ୍ତଙ୍କ ପାଇଁ ବହୁତ ବଢ଼ିଯାଏ।

ବିଶ୍ୱ ଏନଜିଓ ଦିବସ ପ୍ରଥମେ ୨୦୧୦ରେ ବାଲ୍ଟିକ୍‌ ସି ଏନ୍‌ଜିଓ ଫୋରମ ଦ୍ୱାରା ପ୍ରସ୍ତାବିତ ହୋଇଥିଲା। ଏହି କାର୍ଯ୍ୟକ୍ରମକୁ ୨୦୧୨ରେ ଫୋରମ ଦ୍ୱାରା ଗୃହୀତ କରାଯାଇଥିଲା। ପ୍ରାରମ୍ଭରେ ଏହି ଦିବସକୁ କେବଳ ଫୋରମର ଅଂଶ ଥିବା ଦେଶଗୁଡ଼ିକ ଯେପରିକି ଡେନ୍‌ମାର୍କ, ଏଷ୍ଟୋନିଆ, ଫିନ୍‌ଲାଣ୍ଡ, ଜର୍ମାନୀ ଏବଂ ଅନ୍ୟାନ୍ୟ ଦେଶରେ ସ୍ବୀକୃତି ଦିଆଯାଇଥିଲା। ୨୦୧୪ରୁ ଯେତେବେଳେ ଜାତିସଂଘ ଏବଂ ୟୁରୋପୀୟ ସଂଘ ଭଳି ସଂଗଠନର ନେତାମାନେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ, ସେତେବେଳେ ଏହି ଦିବସଟି ଅନ୍ୟ ଦେଶରେ ପାଳନ କରାଯିବା ଆରମ୍ଭ ହୋଇଥିଲା।

ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ବିଶ୍ୱ ଏନ୍‌ଜିଓ ଦିବସ ପାଳନର ଏକ ଥିମ୍‌ ରହିଛି। ତାହା ହେଲା ସ୍ଥାୟୀ ବିକାଶ ଲକ୍ଷ୍ୟ (SDGs) ହାସଲ କରିବାରେ ଏନ୍‌ଜିଓର ଭୂମିକା ଗୁରୁତ୍ୱପୂର୍ଣ୍ଣ। ସ୍ଥାୟୀ ଭବିଷ୍ୟତ ପାଇଁ ତୃଣମୂଳସ୍ତରର ଆନ୍ଦୋଳନଗୁଡ଼ିକୁ ସଶକ୍ତ କରିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri