ରାଷ୍ଟ୍ର ଗଠନରେ ଯୁବବର୍ଗଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୧୮।୮:ଦିଭିସା ହର୍ବାଲ୍ସ ପ୍ରାଇଭେଟ ଲିମିଟେଡ ପକ୍ଷରୁ ଅନ୍ତର୍ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି। ବିଶେଷକରି କମ୍ପାନୀର ଲୋକପ୍ରିୟ ବ୍ରାଣ୍ଡ୍‌ ରୂପ ମନ୍ତ୍ରା ପରିବାର ପକ୍ଷରୁ ଅନ୍ତର୍ଜାତୀୟ ଯୁବ ଦିବସ କମ୍ପାନୀର ଚଣ୍ଡିଗଡସ୍ଥିତ ମୁଖ୍ୟାଳୟ ପରିସରରେ ପାଳନ କରାଯାଇଥିଲା। ଏପରିକି ରୂପ ମନ୍ତ୍ରା ପରିବାର ପକ୍ଷରୁ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।
ଏ ସମ୍ପର୍କରେ ଦିଭିସା ହର୍ବାଲ୍ସ ପ୍ରାଇଭେଟ ଲିମିଟେଡର ପ୍ରତିଷ୍ଠାତା ତଥା ଏମ୍‌ଡି ଡ. ସଞ୍ଜୀବ ଜୁନେଜା କହିଛନ୍ତି, ଦେଶର ବିକାଶ ପାଇଁ ଯୁବବର୍ଗଙ୍କ ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ ହୋଇଥିବାବେଳେ ଯୁବ ଶକ୍ତି ଏକ ଶକ୍ତିଶାଳୀ ଏବଂ ବିକଶିତ ରାଷ୍ଟ୍ର ଗଠନ କରିବା ଦିଗରେ କାର୍ଯ୍ୟ କରିବା ଆବଶ୍ୟକ ବୋଲି ଜୁନେଜା ବିସ୍ତୃତ ଭାବେ ଆଲୋକପାତ କରିଛନ୍ତି। ଏପରିକି ଯୁବ ଦିବସର ଆଭିମୂଖ୍ୟ ଓ ଯୁବ ଗୋଷ୍ଠୀର ଭୂମିକା ସମ୍ପର୍କରେ ମଧ୍ୟ ବିସ୍ତୃତ ଭାବେ ମତବ୍ୟକ୍ତ କରିଥିଲେ। ସେହିଭଳି ବର୍ତ୍ତମାନ ସମୟରେ ବିଭିନ୍ନ ପ୍ରକାରର ଚର୍ମ ରୋଗରେ ଯୁବ ବର୍ଗ ସନ୍ତୁଳିତ ହେଉଛନ୍ତି। ବିଶେଷ କରି ଚର୍ମ ରୋଗର ସମାଧାନ ପାଇଁ ଦିଭିସା ହର୍ବାଲ୍ସ ପ୍ରାଇଭେଟ ଲିମିଟେଡ ନିକଟରେ ରୂପ ମନ୍ତ୍ରା ନାମରେ ଏକ ଗୁଣାତ୍ମକ ଆୟୁର୍ବେଦ ଔଷଧର ଶୁଭାରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri