ଅଦିନିଆ ବର୍ଷା ପବନରେ ଘରର ଛପର ଉଡିଲା , ବିଳମ୍ବିତ ରାତିରେ…

ଦାରିଙ୍ଗବାଡି, ୨୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମଣିପୁର ଅଞ୍ଚଳରେ ବିଳମ୍ବିତ ରାତିରେ ହଠାତ ବର୍ଷା ଓ ପବନ ଯୋଗୁ ଏକାଧିକ ଲୋକଙ୍କ ଘରର ଛପର ଉଡିବା ସହ ଆଜବେଷ୍ଟସ ଉଡି ଭାଙ୍ଗି ନଷ୍ଟ ହୋଇଛି। ସୂଚନା ଯେ ପ୍ରତିଦିନ ଭଳି ଲୋକମାନେ ରାତିରେ ଖାଇ ପିଇ ଶୋଇପଡ଼ିଥିଲେ। ହଠାତ ବିଳମ୍ବିତ ରାତିରେ କେହି କିଛି ବୁଝିବା ଆଗରୁ ପ୍ରବଳ ବେଗରେ ପବନ ବୋହିବା ସହ ବର୍ଷା ହୋଇଥିଲା। ଫଳରେ ଉକ୍ତ ଗ୍ରାମର ମାଙ୍ଗେରା ପ୍ରଧାନ , ରୁପେନ୍ଦ୍ର ପ୍ରଧାନ , ସୁକିରାମ ପ୍ରଧାନ , ପପୁ ପ୍ରଧାନ , ଦିବ୍ୟାଙ୍ଗ ବ୍ୟକ୍ତି ରାଧାନାଥ ପ୍ରଧାନଙ୍କ ଘରର ଛପର ଉଡିବା ସହ ବର୍ଷା କାରଣରୁ ଘରର ଅନେକଖାଦ୍ୟ ସାମଗ୍ରୀ ସହ ଅନ୍ୟାନ୍ୟ ସାମଗ୍ରୀ ନଷ୍ଟ ହୋଇଯାଇଛି। ସେମାନେ ଏବେ ବେସାହାରା ହୋଇ ରହିଛନ୍ତତ।ସୂଚନାଯୋଗ୍ୟ ଯେ ମଣିପୁର ଗ୍ରାମଟି କନ୍ଧମାଳ ଓ ଗଞ୍ଜାମ ସୀମାବର୍ତ୍ତୀ ଅଞ୍ଚଳରେ ରହିଛି । ଖବର ଲେଖିବା ସୁଦ୍ଧା ପ୍ରଶାସନ ସେଠାରେ ପହଞ୍ଚି ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର…

ଡାଉନ ହେଲା Instagram, ୟୁଜର୍ସ କହିଲେ…

ନୂଆଦିଲ୍ଲୀ,୫।୨: ମେଟାର ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମ ଡାଉନ୍ । ହଜାର ହଜାର ୟୁଜର୍ସ ସମସ୍ୟାର ସମ୍ମୁଖୀନ ହେଉଥିବା ନେଇ ଅଭିଯୋଗ କରିଥିଲେ । ବୁଧବାର ସକାଳେ,…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ, ଛୁଟି ନମିଳିବାରୁ…

ନୟାଗଡ଼,୫।୨(ଲୋକନାଥ ମିଶ୍ର): ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା…

ଦାରିଙ୍ଗବାଡିରେ ପ୍ରଥମଥର ପାଇଁ ସ୍କାଉଟସ-ଗାଇଡ଼ସ ପ୍ରତିଯୋଗିତା: ପଞ୍ଜିକରଣ ଆରମ୍ଭ

ଦାରିଙ୍ଗବାଡି,୫।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଓଡିଶା ରାଜ୍ୟ ଭାରତ ସ୍କାଉଟସ ଓ ଗାଇଡ଼ସର ପ୍ରଥମଥର ପାଇଁ…

ଅବହେଳିତ ସାମାଜିକ ସୁରକ୍ଷା ଅଧିକାରୀ: ପୁନର୍ଗଠନ, ପଦୋନ୍ନତି ମିଳିବାରେ ବିଳମ୍ବ

ଭବାନୀପାଟଣା,୫ା୨(ଉତ୍ତମ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନାର ସଫଳ ରୂପାୟନ ନିମନ୍ତେ ଗତ କିଛିବର୍ଷ ହେଲା ସମସ୍ତ ବିଭାଗକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri