କାଳବୈଶାଖୀର ତାଣ୍ଡବ: ଉଡ଼ିଲା ଘର ଛପର, ଭାଙ୍ଗିଲା ଶହ ଶହ ଗଛ

ପାଟଣା,୧।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ଓ ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ଘର ଛପର ଉଡ଼ିଯିବା ସହ ଶହ ଶହ ଗଛ ଭାଙ୍ଗି ପଡ଼ିଛି। ସାହାରପଡ଼ା ବ୍ଲକ ଖଡ଼ିକା ପଦା ପଞ୍ଚାୟତ ବୈଶାଖୀର ତାଣ୍ଡବ ବ୍ୟାପକ କ୍ଷୟକ୍ଷତି ଘଟିଛି। ଉକ୍ତ ପଞ୍ଚାୟତ ଗୋହିରା ସାହିରେ କାଳବୈଶାଖୀ ଯୋଗୁ ପବନ ଓ କୁଆପଥର ମାଡ଼ରେ ପୀତାମ୍ବର ମହାନ୍ତଙ୍କ ୬ ବଖରା ଆଜବେଷ୍ଟସ୍‌ ଘର ସମ୍ପୂର୍ଣ୍ଣ ଉଡ଼ି ଯାଇଥିବା ବେଳେ ଖଡ଼ିକାପଦା ଗାଁର ଲକ୍ଷ୍ମୀଧର ମୁଣ୍ଡାଙ୍କ ୩ ବଖରା ଆଜବେଷ୍ଟସ୍‌ ଘର ଉଡ଼ିଯାଇଛି। ଖୁବ୍‌ଶୀଘ୍ର କ୍ଷତିଗ୍ରସ୍ତଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଜାଳିଦେଲେ ମାଓବାଦୀ

ମାଲକାନଗିରି,୨୫ା୪(ଡି.ଏନ୍‌.ଏ.): ମାଲକାନଗିରି ସୀମାରେ ପୁଣି ମାଓବାଦୀମାନେ ତାଣ୍ଡବ ରଚିଛନ୍ତି। ଏକ ଯାତ୍ରୀବାହୀ ବସ୍‌ରୁ ଯାତ୍ରୀମାନଙ୍କୁ ବାହାର କରି ବସ୍‌ରେ ନିଆଁ ଲଗାଇ ଦେଇଛନ୍ତି। ମାଲକାନଗିରି ସୀମାନ୍ତ...

ଗିରଫ ପରେ ବାରିପଦା ବିଧାୟକଙ୍କୁ ଜାମିନ

ବାରିପଦା ଅଫିସ,୪ା୯-ମୟୂରଭଞ୍ଜ ଜିଲା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା(ଆଇଟିଡିଏ)ର ସହକାରୀ ନିର୍ବାହୀଯନ୍ତ୍ରୀ ଗଣପତି ଜେନାଙ୍କୁ ମାଡ଼ ମାରିବା ଅଭିଯୋଗରେ ବାରିପଦା ବିଧାୟକ ପ୍ରକାଶ ସୋରେନଙ୍କୁ ଶୁକ୍ରବାର...

ପିପିଲିରେ ଲୋକେ ମାନୁ ନାହାନ୍ତି ସାମାଜିକ ଦୂରତ୍ୱ

ପିପିଲି,୧୧ା୫(ଡି.ଏନ.ଏ): ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ପିପିଲି ଅଞ୍ଚଳରେ ଲୋକମାନେ ସାମାଜିକ ଦୂରତ୍ୱକୁ ମାନୁ ନ ଥିତ୍ବାବେଳେ ବିନା ମାସ୍କରେ...

ବନ୍ଦ ହେବ ୩୭୬ ପ୍ରାଥମିକ, ଉପ୍ରା ସ୍କୁଲ

ଅନୁଗୋଳ ଅଫିସ୍‌, ୧୯।୩: ପିଲା ଓ ଶିକ୍ଷକ ଶୂନ୍ୟ ସରକାରୀ ବିଦ୍ୟାଳୟ। ସାରା ରାଜ୍ୟରେ ଅନେକ ବିଦ୍ୟାଳୟରେ ଏପରି ସ୍ଥିତି ଲାଗି ରହିଥିବାବେଳେ ସରକାର ଏଗୁଡିକୁ ବନ୍ଦ...

ମାନସିକ ଭିନ୍ନକ୍ଷମ ଯୁବକଙ୍କ ଅଭାବନୀୟ କାଣ୍ଡ: ଠେଙ୍ଗାରେ ପିଟି ମା’ଙ୍କୁ ମାରିଦେଲେ

କାମାକ୍ଷାନଗର, ୫।୧୧(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ମକୁଆକାଟେଣୀ ଗ୍ରାମରେ ସୋମବାର ରାତିରେ ଅଭାବନୀୟ କାଣ୍ଡ ଘଟିଛି। ଜଣେ ମାନସିକ ଭିନ୍ନକ୍ଷମ ଯୁବକଙ୍କ ଠେଙ୍ଗାମାଡ଼ରେ ପ୍ରାଣ ହରାଇଛନ୍ତି...

ଶେଷକୃତ୍ୟ ସମ୍ପନ୍ନ ବେଳେ ମହୁମାଛି ଆକ୍ରମଣ

ନାରାୟଣପାଟଣା,୭ା୪(ଡି.ଏନ.ଏ.): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ବାଲିପେଟା ଗ୍ରାମ ଶ୍ମଶାନରେ ଗୁରୁବାର ମହୁମାଛି ଆକ୍ରମଣରେ ୧୫ ଜଣ ଗୁରୁତର ହୋଇଛନ୍ତି। ଜଣେ ସମ୍ପର୍କୀୟଙ୍କ ଶେଷକୃତ୍ୟ ସମ୍ପନ୍ନ...

ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନଙ୍କ ସରକାରୀ ବାସଭବନରେ କ୍ରାଇମବ୍ରାଞ୍ଚ

ପାରଳାଖେମୁଣ୍ଡି,୨୨ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ୯ ଦିନ ପୂରିଥିଲେ ମଧ୍ୟ ମୃତ୍ୟୁ ରହସ୍ୟ ଉପରୁ ପରଦା ହଟୁନି।...

ଚଳଚ୍ଚିତ୍ର ସଂଳାପ ଲେଖକ ରଣଜିତ୍‌ ପଟ୍ଟନାୟକଙ୍କ ପରଲୋକ

କଟକ ଅଫିସ,୧୦।୮: ଓଡ଼ିଆ ଚଳଚ୍ଚିତ୍ର ସଂଳାପ ଲେଖକ ରଣଜିତ୍‌ ପଟ୍ଟନାୟକଙ୍କ ପରଲୋକ ହୋଇଯାଇଛି। କଟକ ସ୍ଥିତ ସିଡିଏ-୯ନଂ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି...

Advertisement
Archives

Model This Week