Posted inଖେଳ

ଝଡ଼ ତୋଫାନରେ ଉଡ଼ିଲା ଏହି ଷ୍ଟାଡିୟମ ଛାତ

ମୁମ୍ବାଇ, ୬।୮: ଭାରତର ଶ୍ରେଷ୍ଠ କ୍ରିକେଟ୍‌ ଷ୍ଟାଡିୟମ ମଧ୍ୟରୁ ମୁମ୍ବାଇର ଡିଓ୍ବାଇ ପାଟିଲ ଷ୍ଟାଡିୟମ ଅନ୍ୟତମ। କିନ୍ତୁ ବୁଧବାର ମୁମ୍ବାଇରେ ଲଗାଣ ବର୍ଷା ସାଙ୍ଗକୁ ପବନ ହେବା ଯୋଗୁ ଏହି ଷ୍ଟାଡିୟମର ବ୍ୟାପକ କ୍ଷୟକ୍ଷତି ହୋଇଛି। ଏପରିକି ଷ୍ଟାଡିୟମର ଛାତ ଉଡ଼ିଯାଇଥିବା ଜଣାପଡ଼ିଛି। ନଭି ମୁମ୍ବାଇ ପୋଲିସ କମିଶନର ଷ୍ଟାଡିୟମର କ୍ଷୟକ୍ଷତି ହୋଇଥିବା ନେଇ ସୋସିଆଲ ମିଡିଆରେ ଡିଓ୍ବାଇ ପାଟିଲ ଷ୍ଟାଡିୟମର କେତୋଟି ଫଟୋ ଛାଡ଼ି ସୂଚନା ଦେଇଛନ୍ତି। ୨୦୦୮ ଏପ୍ରିଲରେ ଡିଓ୍ବାଇ ପାଟିଲ ଷ୍ଟାଡିୟମର ନିର୍ମାଣ ହୋଇଥିଲା। ଏହାର ଦର୍ଶକ କ୍ଷମତା ୬୦ ହଜାର ହୋଇଥିବାବେଳେ ଇଡେନ ଗାର୍ଡେନ୍ସ ପରେ ଏହାକୁ ଭାରତର ଦ୍ୱିତୀୟ ବୃହତ୍‌ ଷ୍ଟାଡିୟମର ମାନ୍ୟତା ମିଳିଛି। ଏଠାରେ ୪ଟି ଫ୍ଲଡ ଲାଇଟ୍‌ ରହିଥିବାବେଳେ ବର୍ଷା ଓ ପବନ ଯୋଗୁ ଏଗୁଡ଼ିକ ମଧ୍ୟ ପ୍ରଭାବିତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri