ଅଗଷ୍ଟରେ ୪ ଜିଲା ସମେତ ରାଉରକେଲା ମ୍ୟୁନିସପାଲଟି ସପ୍ତାହାନ୍ତ ଶଟଡାଉନ

ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଜ୍ୟ ସରକାର ଅଗଷ୍ଟ ମାସରେ ୪ଟି ଜିଲା ଓ ଗୋଟିଏ ମ୍ୟୁନିସପାଲଟିରେ ସାପ୍ତାହିକ ଶଟଡାଉନ ଘୋଷଣା କରିଛନ୍ତି। ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କଟକ ଓ ରାଉରକେଲା ମ୍ୟୁନିସପାଲଟିରେ ମାସର ପ୍ରତି ଶନିବାର ଓ ରବିବାର ଶଟଡାଉନ ରହିବ। ଏ ନେଇ ଶୁକ୍ରବାର ଏସଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି।
ପ୍ରଦୀପ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଅଗଷ୍ଟ ୧ ଓ ୨ ରେ ଶଟଡାଉନ କୋହଳ କରାଯିବ। ଅଗଷ୍ଟ ୧ ଓ ୨ରେ ଦିନ ୧ଟାରୁ ରାତି ୯ଟା ଯାଏ ଶଟଡାଉନ ଜାରି ରହିବ। ୧ ଓ ୨ ତାରିଖରେ ଦିନ ୧ଟା ଯାଏ ସବୁ ଖୋଲା ରହିବ। ପରବର୍ତ୍ତୀ ଶନିବାର ଓ ରବିବାର ସମ୍ପୂର୍ଣ୍ଣ ଶଟଡାଉନ ଲାଗୁ ହେବ ବୋଲି ସେ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ଏଣିକି ସକାଳ ୫ରୁ ରାତି ୯ଟା ଯାଏ ସାଧାରଣ ଯାତାୟତ ଏବଂ ଦୋକାନ ବଜାର ଚାଲୁ ରହିବ। ରାତି ୯ରୁ ସକାଳ ୫ ଯାଏଁ ରାତ୍ରକାଳୀନ କର୍ଫ୍ୟୁ ବଳବତ୍ତର ରହିବ। ସେହିପରି ବାହାଘରରେ କୌଣସି ପରିସ୍ଥିତିରେ ୫୦ରୁ ଅଧିକ ଲୋକ ରହିପାରିବେ ନାହିଁ। ଶୁଦ୍ଧିକ୍ରିୟା କାର୍ଯ୍ୟରେ ୨୦ରୁ ଅଧିକ ଲୋକ ରହିପାରିବେନି। ବାହାଘର ଓ ଶୁଦ୍ଧିରେ ଗାଇଡ ଲାଇନ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ…

୫ ସେପ୍ଟେମ୍ବର CJP ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ବଢିଲା ସରକାରଙ୍କ ଚିନ୍ତା, ଖୁସିହେଲେ ଦୀପକେ

ନୂଆଦିଲ୍ଲୀ,୩୧।୮: କକରୋଚ ଜନତା ପାର୍ଟି (CJP) ପକ୍ଷରୁ ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ପୁଣି ଏକ ବିରୋଧ ମାର୍ଚ୍ଚ ଆୟୋଜନ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରସ୍ତାବିତ…

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

ବ୍ୟାପୁଛି ସ୍କ୍ରବ ଟାଇଫସ୍‌: ଦିନକରେ ୨୨ ପଜିଟିଭ ଚିହ୍ନଟ

ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍‌(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍‌ ଗାଁରେ…

୬ ମାସର ପାରିଶ୍ରମିକ ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ

ଖଡ଼ିଆଳ, ୩୧।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ସମସ୍ତ ଆଶା କର୍ମୀଙ୍କ ୬ ମାସର ଆର୍ଥିକ ସହାୟତା ପ୍ରଦାନ…

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri