Posted inରାଜ୍ୟ

ଟ୍ରେନ ଦୁର୍ଘଟଣା ପରେ ବଦଳିଲା ଗତିପଥ: କେନ୍ଦୁଝର ଦେଇ ଚଳାଚଳ କରିବ ଏହି ସବୁ ଟ୍ରେନ

ଭୁବନେଶ୍ୱର,୩।୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା ପରେ ଜରୁରୀକାଳିନ ଭାବେ ବିଭିନ୍ନ ଜିଲା ଦେଇ ଅନେକ ଟ୍ରେନର ରାସ୍ତା ପରିବର୍ତ୍ତନ କରାଯାଇଛି । ସେହି କ୍ରମରେ କେନ୍ଦୁଝରଗଡ ଷ୍ଟେଶନ ଦେଇ ଯିବା ଆସିବା କରିବାକୁ ସମୁଦାୟ ୧୧ ଟି ଟ୍ରେନ ରାସ୍ତା ପରିବର୍ତ୍ତନ କରାଯାଇଛି। ସେହି ଟ୍ରେନ ଗୁଡିକ ହେଲା ମାଡ୍ରାସ-ହାୱଡା ମେଲ, ପୁରୁଷୋତ୍ତମ ଏକ୍ସପ୍ରେସ, ତମ୍ବାରାମ ରୁ ତିନିସୁତିଆ, ଗୋଆ ଦ୍ଭାସ୍କୋଡାଗାମାତ୍‌ରୁ ହାୱଡା, ସିକନ୍ଧରାବାଦ-ଶାଲିମାର, ପୁରୀ ଦିଲ୍ଲୀ ଉତ୍କଳ ଏକ୍ସପ୍ରେସ, ଏଥିସହିତ କରମଣ୍ଡଳ, ହାୱଡା-ପୁରୀ, ହାୱଡା ମହିସୁର ସ୍ପେସାଲ । ତେବେ ଏହି ଟ୍ରେନ ଗୁଡିକ କେନ୍ଦୁଝର ଦେଇ ଚଳାଚଳ କରିବ ବୋଲି ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri