Posted inଜାତୀୟ

ବିମାନବନ୍ଦରରେ ଆର୍‌ଟି-ପିସିଆର୍‌ ଟେଷ୍ଟ ବାଧ୍ୟତାମୂଳକ

ନୂଆଦିଲ୍ଲୀ, ୨୨ା୨: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ରିଟେନ, ବ୍ରାଜିଲ, ଦକ୍ଷିଣ ଆଫ୍ରିକା ସମେତ ସମସ୍ତ ୟୁରୋପୀୟ ଦେଶଗୁଡ଼ିକରୁ ଭାରତ ଆସୁଥିବା ଯାତ୍ରୀ କ୍ୱାରାଣ୍ଟାଇନରେ ରହିବା ପୂର୍ବରୁ ସେମାନଙ୍କ ଆର୍‌ଟି-ପିସିଆର୍‌ ଟେଷ୍ଟ ହେବ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜାରିହୋଇଥିବା ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରସିଡ୍ୟୁଅର(ଏସ୍‌ଓପି) ଅନୁସାରେ ସମସ୍ତ ଯାତ୍ରୀଙ୍କ ଦିଲ୍ଲୀ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ କରୋନା ପରୀକ୍ଷା ବାଧ୍ୟତାମୂଳକ ହେବ ବୋଲି ସୂଚନା ଦିଆଯାଇଛି। ଫେବୃୟାରୀ ୧୭ ତାରିଖରେ ଜାରି ଏସ୍‌ଓପି ଅନୁସାରେ ଟେଷ୍ଟ ରିପୋର୍ଟ ନେଗେଟିଭ୍‌ ଆସିଲେ ମଧ୍ୟ ଯାତ୍ରୀମାନେ ୭ ଦିନିଆ କ୍ୱାରାଣ୍ଟାଇନରେ ରହିବେ। ୭ ଦିନ ପରେ ପୁଣି କରୋନା ପରୀକ୍ଷା କରାଯାଇ ରିପୋର୍ଟ ନେଗେଟିଭ୍‌ ଆସିଲେ ହିଁ ସେମାନେ ଘରକୁ ଯାଇପାରିବେ। ସଂକ୍ରମିତ ଚିହ୍ନଟ ହେଲେ ସେମାନଙ୍କୁ ଚିକିତ୍ସା ପାଇଁ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?