ପାକ୍‌ ସୁପ୍ରିମକୋର୍ଟ ଆଗରେ ଶାସକ ମେଣ୍ଟର ବିକ୍ଷୋଭ

ଇସ୍‌ଲାମାବାଦ, ୧୬ା୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କୁ ଜାମିନ ପ୍ରତିବାଦରେ ଦେଶର ଶାସକ ଦଳଗୁଡ଼ିକର ମେଣ୍ଟ ପାକିସ୍ତାନ ଡେମୋକ୍ରାଟିକ୍‌ ମୁଭ୍‌ମେଣ୍ଟ (ପିଡିଏମ୍‌)ର ସମର୍ଥକମାନେ ସୋମବାର ସୁପ୍ରିମକୋର୍ଟ ବାହାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ପିଡିଏମ୍‌ ପକ୍ଷରୁ ସୁପ୍ରିମକୋର୍ଟ ଆଗରେ ବିକ୍ଷୋଭ ପ୍ରଦର୍ଶନ ବେlଳେ ପାକିସ୍ତାନ ମୁସଲିମ୍‌ ଲିଗ୍‌-ନଓ୍ବାଜ(ପିଏମ୍‌ଏଲ୍‌-ଏନ୍‌), ଜମାଏତ୍‌ ଉଲେମା-ଇ-ଇସ୍‌ଲାମ ଫଜଲ (ଜେୟୁଆଇ-ଏଫ୍‌) ଏବଂ ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି)ର କର୍ମମାନେ ରେଡ୍‌ ଜୋନ୍‌ ମଧ୍ୟକୁ ପ୍ରବେଶ କରିଥିଲେ। ପିଏମ୍‌ଏଲ୍‌-ଏନ୍‌ର ବରିଷ୍ଠ ଉପାଧ୍ୟକ୍ଷ ମାର୍ୟମ ନାଓ୍ବଜ ଏବଂ ଜେୟୁଆଇ-ଏଫ୍‌ ମୁଖ୍ୟ ମୌଲାନା ଫଜଲୁର ରେହମନ ପିଡିଏମ୍‌ ସହ ଏକାଠି ସୁପ୍ରିମକୋର୍ଟ ବାହାରେ ଧାରଣାରେ ବସିଥିଲେ। ଅନ୍ୟପକ୍ଷରେ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ନିମନ୍ତେ ପ୍ରସ୍ତୁତ ରହିବାକୁ ଇମ୍ରାନ୍‌ ଦେଶବାସୀଙ୍କୁ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇରେ ଦିଗପହଣ୍ଡି ଦାଦନ ଶ୍ରମିକଙ୍କ ମୃତ୍ୟୁ; ବିଧାୟକ ଙ୍କ ହସ୍ତକ୍ଷେପ ପରେ ଅଣାଯାଉଛି ମୃତଦେହ, ଗାଁରେ ଶୋକାକୁଳ ପରିବେଶ 

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି…

ଭାଜପାକୁ ଶକ୍ତ ଝଟ୍‌କା: ଶୋଚନୀୟ ଭାବେ ପରାସ୍ତ କଲା କଂଗ୍ରେସ

ଭୋପାଳ,୩।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନର ଫଳାଫଳ ସୋମବାର ଘୋଷଣା କରାଯାଇଛି। ଏହି ଉପନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)କୁ ଏକ…

ଛାତିଥରା ଘଟଣା…ସ୍କୁଲରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କଲେ ଦୁର୍ବୃତ୍ତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୮: ହରିୟାଣାର ଫରିଦାବାଦ ଜିଲାର ସିକରୌନା ଗାଁରେ ଥିବା ଏକ ସ୍କୁଲରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ଜଣେ ମୁଖା ପିନ୍ଧିଥିବା ଯୁବକ ସ୍କୁଲ ପରିସରକୁ…

ଜବରଦସ୍ତ ବିଜୟ ପରେ ଭାଜପାକୁ ଏମିତି ଅନୁରୋଧ କଲେ ପ୍ରଶାନ୍ତ କିଶୋର: ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ…

ପାଟନା,୩।୮: ଜନ ସୂରଜ ପାର୍ଟି (JSP)ର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବାଙ୍କିପୁର ଉପନିର୍ବାଚନରେ ବିଜୟ ହାସଲ କରିଛନ୍ତି। ସେ ଭାଜପା ପ୍ରାର୍ଥୀ ନୀରଜ କୁମାରଙ୍କୁ ପରାସ୍ତ କରିଛନ୍ତି।…

ଜିତିଲେ ପ୍ରଶାନ୍ତ କିଶୋର, ଭାଙ୍ଗିଲା ଭାଜପାର ୩୫ ବର୍ଷର ଗଡ଼, ଏତିକି ଭୋଟ ବ୍ୟବଧାନରେ ବଡ଼ ବିଜୟ

ପାଟନା,୩।୮: ବାଙ୍କିପୁର ବିଧାନସଭା ଉପନିର୍ବାଚନର ବଡ଼ ବିଜୟ ହାସଲ କଲେ ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର। ବଡ଼ ବ୍ୟବଧାନରେ ସେ ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କୁ…

ଲୁଗା ବ୍ୟବସାୟୀଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ: ସୁନା ଗହଣା ସବୁ ଲୁଟିନେେଲେ

ଦାରିଙ୍ଗବାଡ଼ି, ୩।୮(ଅରୁଣ ସାହୁ ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ର ଲୁଗା ବ୍ୟବସାୟୀ ଅଶୋକ ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ…

ବନ ନିଗମର ବିଭିନ୍ନ ସମସ୍ୟା ସମାଧାନ ଦାବି: ଖାଲି ପଦବୀ ପୂରଣ ଉପରେ ଗୁରୁତ୍ୱ

ଭଞ୍ଜନଗର, ୩।୮(ବାବୁଲା ପ୍ରଧାନ): ନିଖିଳ ଉତ୍କଳ ବନ ନିଗମ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସମ୍ପାଦକ ସମ୍ମିଳନୀ ସୋମବାର ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ସଂଘର ସଭାପତି ପ୍ରିୟଦର୍ଶୀ ମିଶ୍ରଙ୍କ…

ଶ୍ରାବଣ ସୋମବାରରେ ପାଟଣା ଅଞ୍ଚଳରେ ଭକ୍ତିମୟ ପରିବେଶ, ହରହର ମହାଦେବ ଧ୍ବନୀରେ ପ୍ରକମ୍ପିତ ମନ୍ଦିର

ପାଟଣା,୩ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଅଞ୍ଚଳର ଶୈବ ପୀଠ ଗୁଡ଼ିକରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା । ଶ୍ରାବଣ ମାସ ପ୍ରଥମ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri