Posted inଖେଳ

ବେହୋସ ହୋଇପଡ଼ିଲେ ରୁଷୀୟ ତୀରନ୍ଦାଜ

ଟୋକିଓ, ୨୪ା୭(ଏପି)-ଟୋକିଓ ଅଲିମ୍ପିକ୍ସର ଏକ ପ୍ରତିଯୋଗିତା ବେଳେ ବାୟୁମଣ୍ଡଳର ଉତ୍ତାପ ସହ୍ୟ କରି ନ ପାରି ରୁଷିଆର ଜଣେ ତୀରନ୍ଦାଜ ସ୍ବେତଲାନା ଗୋମ୍ବୋଏଭା ବେହୋସ ହୋଇଯାଇଥିଲେ। କ୍ୱାଲିଫାଇଂ ରାଉଣ୍ଡରେ ଭାଗ ନେଇ ସାରିବା ପରେ ଗୋମ୍ବୋଏଭା ଚେତାଶୂନ୍ୟ ହୋଇପଡ଼ିଥିଲେ। ଘଟଣାସ୍ଥଳରେ ସଙ୍ଗେ ସଙ୍ଗେ ମେଡିକାଲ ଷ୍ଟାଫ୍‌ ଓ କୋଚ୍‌ ଷ୍ଟାନିସ୍ଲାଭ ପହଞ୍ଚତ୍ୟାଇଥିଲେ। ତାଙ୍କ ନଜରରେ ଏଭଳି ଦୃଷ୍ଟାନ୍ତ ପ୍ରଥମ ବୋଲି ସେ କହିଛନ୍ତି। ଏହା ପୂର୍ବରୁ ସମାନ ଜଳବାୟୁ ରହିଥିବା ଭ୍ଲାଡିଭୋସ୍ତକଠାରେ ସ୍ବେତଲାନା ଟ୍ରେନିଂ ନେଇଥିଲେ। କିନ୍ତୁ ଏଠାରେ ଆର୍ଦ୍ରତା ପରିମାଣ ଅଧିକ ରହିଛି। ବର୍ତ୍ତମାନ ଟୋକିଓ ସହରର ତାପମାତ୍ରା ୩୦ ଡିଗ୍ରୀ ସେଲସିୟସ୍‌ (୮୬ ଡିଗ୍ରି ଫାରେନ୍‌ହିଟ୍‌) ଉପରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri