ଜଲେଶପଟ୍ଟା କନ୍ୟାଶ୍ରମ ମୁଖ୍ୟଙ୍କୁ ହତ୍ୟା ଧମକ ଦେଇ ଧରାପଡ଼ିଲେ ସାଧୁ

ଫୁଲବାଣୀ ଅଫିସ/ତୁମୁଡିବନ୍ଧ,୨୧।୨: କନ୍ଧମାଳ ଜିଲା ଜଲେଶପଟ୍ଟା କନ୍ୟାଶ୍ରମ ମୁଖ୍ୟ ସ୍ବାମୀ ଜୀବନ ମୁକ୍ତାନନ୍ଦ ପୁରିଙ୍କୁ ଫୋନରେ ହତ୍ୟା ଧମକ ଦେଇଥିବା ସାଧୁଙ୍କୁ ପୋଲିସ ରବିବାର ସନ୍ଧ୍ୟାରେ ଗିରଫ କରିଛି। ଗିରଫ ସାଧୁ ଜଣକ ହେଲେ ମହାଦେବ ମହାରାଜ। ପୋଲିସ ତାଙ୍କୁ ରାୟଗଡ଼ା ଚାଟିକଣାରୁ ଧରିବାରେ ସଫଳ ହୋଇଛି। ପୂର୍ବରୁ ସ୍ବାମୀଙ୍କ ସହ ଅଭିଯୁକ୍ତ ମହାଦେବଙ୍କ ମତାନ୍ତର ଥିବା କନ୍ଧମାଳ ଏସ୍‌ପି ସୂଚନା ଦେଇଛନ୍ତି। ଏପରି କି ମହାଦେବ ଚକାପାଦ, ଜଲେଶପଟ୍ଟା ଆଶ୍ରମରେ କାମ କରିଥିବା ସେ କହିଛନ୍ତି। ସୂଚନା ଯୋଗ୍ୟ, କନ୍ୟାଶ୍ରମ ମୁଖ୍ୟ ସ୍ବାମୀ ଜୀବନ ମୁକ୍ତାନନ୍ଦଙ୍କ ମୋବାଇଲ ନମ୍ବରକୁ କେହି ଜଣେ ଫୋନ କରି ହୀନ୍ଦିରେ ହତ୍ୟା ଧମକ ଦେଇଥିଲେ। ଏନେଇ ସ୍ବାମୀ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗକୁ ଭିତ୍ତି ତଦନ୍ତ ଆରମ୍ଭ କରିଥିଲା। ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ରାୟଗଡ଼ା ଚାଟିକଟାରେ ଚଢାଉ କରି ଅଭିଯୁକ୍ତ ମହାଦେବଙ୍କୁ ଧରିବାରେ ସଫଳ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଓଡ଼ିିଆ ଝିଅଙ୍କ ସଫଳତା: ଜେଇଇ (ମେନ୍‌)ରେ ଟପ୍ପର

କଟକ ଅଫିସ,୧୨।୩: ପଶ୍ଚିମବଙ୍ଗରେ ଜେଇଇ (ମେନ୍‌) ପରୀକ୍ଷାରେ ୯୯.୯୯ ପ୍ରତିଶତ ନମ୍ବର ରଖି ଓଡ଼ିଆ ଝିଅ ଆଦ୍ୟାଶା ପାତ୍ର ଟପ୍ପର ହୋଇଛନ୍ତି। ତାଙ୍କର ଏହି ସଫଳତା...

ଶିଶୁପୁତ୍ର ଗୁପ୍ତାଙ୍ଗରେ ଚେଙ୍କ

ଗୋପ,୧ା୨(ଡି.ଏନ୍‌.ଏ.): ଗୋପ ଥାନା ଅନ୍ତର୍ଗତ ହେଲାରି ଗ୍ରାମରେ ଶନିବାର ସନ୍ଧ୍ୟାରେ ଜଣେ ୪ ବର୍ଷର ଶିଶୁପୁତ୍ରର ଗୁପ୍ତାଙ୍ଗ ସମେତ ଶରୀରର ଏକାଧିକ ସ୍ଥାନରେ ଚେଙ୍କ ଦିଆଯାଇଛି।...

ମଲ୍‌ରେ ଟିକା ମନା

ଭୁବନେଶ୍ୱର,୧୯।୫(ବ୍ୟୁରୋ): ବିଭନ୍ନ ମହଲରୁ ଅସନ୍ତୋଷ ପ୍ରକାଶ ପାଇବା ପରେ ଶେଷରେ ଚେତିଲେ ରାଜ୍ୟ ସରକାର। ଡ୍ରାଇଭ୍‌ ଇନ୍‌ ଭ୍ୟାକ୍ସିନେସନ ଓ ଡୋର୍‌ ଷ୍ଟେପ୍‌ ଟିକାକରଣକୁ ସମ୍ପୂର୍ଣ୍ଣ...

ଫିନାଇଲ ପିଇଲେ ଆବାସିକ ଛାତ୍ରୀ

ଚିତ୍ରକୋଣ୍ଡା,୧୪।୧(ଡି.ଏନ୍‌.ଏ.): ଫିନାଇଲ ପିଇ ଗୁରୁତର ହୋଇଛନ୍ତି ଜଣେ ଆବାସିକ ଛାତ୍ରୀ। ଚିତ୍ରକୋଣ୍ଡା ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ସୁଜାତା ଖରାଙ୍କୁ...

ଟ୍ରେଲର ଧକ୍କାରେ ନାବାଳିକା ମୃତ: ୨୬ ନଂ. ଜାତୀୟ ରାଜପଥ ଅବରୋଧ

କେସିଙ୍ଗା,୬।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ନୁନ୍‌ମାଠ ନିକଟ ୨୬ ନଂ. ଜାତୀୟ ରାଜପଥ ପାରହେଉଥିବା ବେଳେ ଜଣେ ନାବାଳିକାଙ୍କ ଉପରେ ଲାଞ୍ଜିଗଡ଼ସ୍ଥିତ  ଏକ...

୫-ଟି ସଚିବଙ୍କ ଅଚାନକ ଭୋଗରାଇ ଗସ୍ତ

ଭୋଗରାଇ, ୧୦।୨(ଡି.ଏନ.ଏ): ୫-ଟି ସଚିବ ଭି.କେ. ପାଣ୍ଡିଆନ ସୋମବାର ଅଚାନକ ବାଲେଶ୍ୱର ଜିଲା ଭୋଗରାଇ ଗସ୍ତ କରିଛନ୍ତି। ସକାଳ ୧୦.୩୦ରେ ତାଳସାରିରେ ସଚିବଙ୍କ ହେଲିକପ୍ଟର ଅବତରଣ...

୫୦ ପ୍ରବାସୀଙ୍କ ସ୍ବାବ ସଂଗ୍ରହ

ବଇଣ୍ଡା, ୨୧ା୫(ଡି.ଏନ.ଏ.)- ଅନୁଗୋଳ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କିଶୋରନଗର ବ୍ଲକ ନୁନୁକାପଶି ରାମଦେଓ ଉଚ୍ଚ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରୁ ଗୁରୁବାର ୨୫ ଜଣ ଓଡ଼ିଆ...

ବଢ଼ୁଛି ପିଲାଙ୍କ ଚିନ୍ତା: ରାଜ୍ୟରେ ପୁଣି ୧୦୦ରୁ ଊର୍ଦ୍ଧ୍ୱ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ବୁଧବାର ୭୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୧ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ...

Advertisement
Archives

Model This Week