ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଦରମା ବଢ଼ିଲା

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ରାଜ୍ୟରେ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଦରମା ବଢ଼ିଛି। ଏନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଚଳିତ ମାସଠାରୁ ଏହି ବର୍ଦ୍ଧିତ ଦରମା ଲାଗୁ ହେବ ବୋଲି ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି।

ବିଜ୍ଞପ୍ତି ଅନୁଯାୟୀ, ମାସିକ ୮୦୭୦ ଟଙ୍କା ଦରମା ପାଉଥିବା ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ୧୦,୧୦୦ ଟଙ୍କା ମିଳିବ। ସେହିପରି ୮୩୯୦ ଟଙ୍କା ପାଉଥିବା କର୍ମଚାରୀଙ୍କୁ ୧୦,୫୦୦ ଟଙ୍କା ମିଳିବ।

ସେହିପରି ୮୭୫୦ ଟଙ୍କା ଦରମା ପାଉଥିବା ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ୧୦,୯୦୦ ଟଙ୍କା ଓ ୮୮୮୦ ଟଙ୍କା ପାଉଥିବା କର୍ମଚାରୀଙ୍କୁ ୧୧,୧୦୦ ଟଙ୍କା ମିଳିବ। ୯ ହଜାର ପାଉଥିବା କର୍ମଚାରୀଙ୍କୁ ୧୧,୨୦୦ ଟଙ୍କା ମିଳିବ।

୯୨୫୦ ଟଙ୍କା ଦରମା ପାଉଥିବା ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ୧୧,୫୦୦ ଟଙ୍କା, ୯୫୦୦ ଟଙ୍କା ପାଉଥିବା କର୍ମଚାରୀଙ୍କୁ ୧୧,୯୦୦ ଟଙ୍କା, ୧୦ ହଜାର ପାଉଥିବା କର୍ମଚାରୀଙ୍କୁ ୧୨,୫୦୦ ଟଙ୍କା ଏବଂ ୧୬,୮୮୦ ଟଙ୍କା ପାଉଥିବା କର୍ମଚାରୀଙ୍କୁ ୨୧,୧୦୦ ଟଙ୍କା ମିଳିବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri