କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା

ଭୁବନେଶ୍ୱର,୩ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଶିକ୍ଷାଦାନରେ ନିୟୋଜିତ କନିଷ୍ଠ ଶିକ୍ଷକମାନଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ, କନିଷ୍ଠ ଶିକ୍ଷକ (ଚୁକ୍ତିଭିତ୍ତିକ) ଏବଂ କନିଷ୍ଠ ଶିକ୍ଷକମାନଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ୨୦୨୨ ଜାନୁୟାରୀ ପହିଲାରୁ ଏହି ବର୍ଦ୍ଧିତ ଦରମା କାର୍ଯ୍ୟକାରୀ ହେବ।

ନିଷ୍ପତ୍ତି ଅନୁଯାୟୀ, ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକମାନଙ୍କ ବର୍ତ୍ତମାନ ଦରମା ୭୪୦୦ ଟଙ୍କା ଥିବାବେଳେ ଏହା ୧୧,୦୦୦ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି କନିଷ୍ଠ ଶିକ୍ଷକମାନଙ୍କ ଦରମା ୯,୨୦୦ ଟଙ୍କ ଥିବାବେଳେ ଏହା ୧୩,୮୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୧୬୮ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହି ନିଷ୍ପତ୍ତି ଦ୍ବାରା ୧୩,୩୨୪ ଜଣ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ଉପକୃତ ହେବାବେଳେ, ୧୯,୭୧୪ କନିଷ୍ଠ ଶିକ୍ଷକ ଉପକୃତ ହେବେ। ସମୁଦାୟ ୩୩,୦୩୮ ଜଣ କନିଷ୍ଠ ଶିକ୍ଷକଙ୍କ ଦରମାରେ ବୃଦ୍ଧି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଧଳତଙ୍ଗଗଡ଼କୁ ସଂରକ୍ଷିତ ଜଙ୍ଗଲ ମାନ୍ୟତା ମିଳୁନି

ଜଗତ୍‌ସିଂହପୁର ଅଫିସ,୨୧ା୩: ମାର୍ଚ୍ଚ ୨୧ ତାରିଖକୁ ବିଶ୍ୱ ଅରଣ୍ୟ ଦିବସ ଭାବେ ପାଳନ କରାଯାଉଛି। ଓଡ଼ିଶାର କମ ଜଙ୍ଗଲ ଥିବା ଜିଲାଗୁଡିକ ମଧ୍ୟରେ ଜଗତ୍‌ସିଂହପୁର ରହିଛି।...

ବଲାଙ୍ଗୀରରେ ସଙ୍ଗୀତା ସିଂହ ଦେଓ ଆଗୁଆ

ବଲାଙ୍ଗୀର ଅଫିସ,୨୩।୫: ପ୍ରଥମ ରାଉଣ୍ଡରେ ଭାଜପାର ସଙ୍ଗୀତା ସିଂହ ଦେଓ ୨୫୬୭ ଭୋଟରେ ଆଗୁଆ ଅଛନ୍ତି। ବିଜେଡିର କଳିକେଶ ନାରାୟଣ ସିଂହ ଦେଓ ୧୧୧୨ଭୋଟ ପାଇଛନ୍ତି।...

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୪ା୬(ବ୍ୟୁରୋ) : ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ରବିବାର ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁ ଖବର ଏକପ୍ରକାର ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ମୁଖ୍ୟମନ୍ତ୍ରୀ ନବୀନ...

ଜୈବ ବିବିଧତାର ସୁରକ୍ଷା ପାଇଁ ସଚେତନତା

ଖଣ୍ଡପଡା,୨୫ା୫(ସ୍ବ.ପ୍ର.): ସବୁଜସୁନ୍ଦର ପରିବେଶରେ ଦୃଶ୍ୟ ହେଉଥିବା ଅଣୁଜୀବଠାରୁ ଆରମ୍ଭ କରି ବିରାଟକାୟ ହସ୍ତୀ, ତିମି ଓ ଜଳଜୀବ ଆଦିଙ୍କ ସମାହାରକୁ ଜୈବ ବିବିଧତା କୁହାଯାଏ ା...

ଜଳବାୟୁର ସ୍ଥିତିକୁ ନେଇ କୃଷି ଉତ୍ପାଦନରେ ବିବିଧତା ଆଣିବା ଆବଶ୍ୟକ

ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ରେ ଆୟୋଜିତ ଟିସୁ କଲଚରର ଆଧୁନିକ ଜ୍ଞାନକୌଶଳ ଉପରେ ପ୍ରଶିକ୍ଷକଙ୍କ ତାଲିମ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି।...

୩୦୧ ଇନ୍ସପେକ୍ଟରଙ୍କୁ ଡିଏସ୍‌ପି ପାହ୍ୟା

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଓଡ଼ିଶା ପୋଲିସ ଇନ୍ସପେକ୍ଟର ର଼୍ୟାଙ୍କ୍‌ରେ ବଡ଼ଧରଣର ପଦୋନ୍ନତି କରାଯାଇଛି। ବିଭିନ୍ନ ଥାନାରେ କାର୍ଯ୍ୟରତ ୩୦୧ ଇନ୍ସପେକ୍ଟରଙ୍କୁ ଡିଏସ୍‌ପି ପାହ୍ୟାକୁ ପଦୋନ୍ନତି ମିଳିଛି। ଏ ନେଇ...

୨୦୧୪ରୁ ଓଡ଼ିଶାରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ୁଛି

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ୨୦୧୪ରୁ ଓଡିଶାକୁ ଆସୁଥିବା ପର୍ଯ୍ୟଟକଙ୍କ ସଂଖ୍ୟାରେ କୌଣସି ହ୍ରାସ ଘଟିନାହିଁ। ମାତ୍ର ୨୦୧୪ଠାରୁ ୨୦୧୮ ମଧ୍ୟରେ ଗୋଟିଏ ବର୍ଷ ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା...

ସରକାରୀ ସ୍କୁଲରେ ପଡୁଛି ତାଲା, ଘରୋଇ ସ୍କୁଲକୁ ପ୍ରୋତ୍ସାହନ

ଜଗତ୍‌ସିଂହପୁର ଅଫିସ,୨୦ା୭: ଶିକ୍ଷାନୁଷ୍ଠାନଗୁଡିକ ପାଇଁ ରାଜ୍ୟ ସରକାରଙ୍କ ଅଜବ ନୀତିକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଗୋଟିଏ ପଟେ ସରକାର ଆବଶ୍ୟକ ସଂଖ୍ୟକ ଛାତ୍ରୀଛାତ୍ର...

Advertisement
Archives

Model This Week