ଅଙ୍ଗନଓ୍ବାଡି କର୍ମୀଙ୍କ ପାଇଁ ଖୁସିଖବର: ବଢିବ ଦରମା! ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୬।୧: ରାଜ୍ୟ ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବଢ଼ିପାରେ। ଏ ନେଇ ରାଜସ୍ଥାନ ଜୟପୁର ଚିନ୍ତନ ଶିବିରରେ କେନ୍ଦ୍ରକୁ ପ୍ରସ୍ତାବ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ କାର୍ଯ୍ୟରତ ମହିଳାଙ୍କ ପାଇଁ ହଷ୍ଟେଲ ସୁବିଧା ନେଇ ପ୍ରସ୍ତାବ ଦିଆଯାଇଛି। କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରାଳୟ ବିଚାର କରୁଛି। ରାଜ୍ୟରେ ପର୍ଯ୍ୟଟନ ଶିଳ୍ପର ବିକାଶ ପାଇଁ ବି ଆଲୋଚନା ହୋଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଆରପାରିରେ ପୂର୍ବତନ ଏମ୍‌ପି ମୃତ୍ୟୁଞ୍ଜୟ ନାୟକ

ଫୁଲବାଣୀ,୧୯।୨(ରାକେଶ କୁମାର ରାଉତ): ଆରପାରିରେ ପୂର୍ବତନ ଏମ୍‌ପି ମୃତ୍ୟୁଞ୍ଜୟ ନାୟକ। କଂଗ୍ରେସରୁ ୩ ଥର ଜିତି ଏମ୍‌ପି ହୋଇଥିବା ଫୁଲବାଣୀର ମୃତ୍ୟୁଞ୍ଜୟ ନାୟକ(୭୨)ଙ୍କ ମଙ୍ଗଳବାର ସନ୍ଧ୍ୟାରେ...

ଆଜିଠୁ ସପ୍ତାହେ ଘଡ଼ଘଡ଼ି ସହ ବର୍ଷା:ଏହିସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ବୁଧବାରଠାରୁ ସପ୍ତାହେ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ...

ଲୋକସେବା ଭବନରେ ଲାଗିଲା ନିଆଁ

ଭୁବନେଶ୍ୱର,୧୮।୨: ଲୋକସେବା ଭବନରେ ମଙ୍ଗଳବାର ଅପରାହ୍ନରେ ପୁଣି ଏକ ଅଘଟଣ ଘଟିଛି। ଅପରାହ୍ନ ପ୍ରାୟ ୪ ଟା ୩୮ ମିନିଟରେ ସମବାୟ ବିଭାଗ ଉପରସ୍ଥ ପରିସରରେ...

ସପ୍ତାହେ ଯାଏ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୮ା୨ (ଅନୁରାଧା ମହାରଣା) – ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ବୁଧବାରଠାରୁ ସପ୍ତାହେ...

KIIT student death case: ତାତିଲେ ପିଲା, କିଟ୍‌ରେ ଭଙ୍ଗାରୁଜା

ଭୁବନେଶ୍ୱର,୧୮।୨: କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT)ରେ ଜଣେ ନେପାଳୀ ଛାତ୍ରଙ୍କ ଆତ୍ମହତ୍ୟା ପରେ, ସାରା ରାଜ୍ୟରେ ଚହଳ ପଡିଛି। କେବଳ ରାଜ୍ୟରେ ନୁହେଁ...

KIIT ରେ ଛାତ୍ରୀ ମୃତ୍ୟୁ ଘଟଣା: ଗିରଫ କରୁ କରୁ ମିଳିଗଲା ଜାମିନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟ ଉଠୁଛି ପଡୁଛି। ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ଘଟଣାରେ ଗିରଫ...

କିଟ୍‌ କାଣ୍ଡର ଖୋଲିଲା ବଡ଼ ଗୁମର, ନେପାଳୀ ଛାତ୍ରୀଙ୍କୁ ହୋଇଥିଲା ବ୍ୟାନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟକୁ ତାଜୁବ କରିଦେଇଛି। ଏହାକୁ ନେଇ ରାଜ୍ୟ ରାଜନୀତି ଉଠୁଛିପଡୁଛି। ଘଟଣା ପାଇଁ ଓଡ଼ିଶାକୁ ସାରା...

KIIT student death case: ଛାତ୍ରୀଛାତ୍ରଙ୍କ ଉପରେ କାଲି କରିଥିଲେ ଜୁଲମ, ଆଜି ମାଗିଲେ କ୍ଷମା

ଭୁବନେଶ୍ୱର,୧୮।୨: କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT)ରେ ଜଣେ ନେପାଳୀ ଛାତ୍ରଙ୍କ ଆତ୍ମହତ୍ୟା ପରେ, ସାରା ରାଜ୍ୟରେ ଚହଳ ପଡିଛି। କେବଳ ରାଜ୍ୟରେ ନୁହେଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri