ତ୍ରିବେଣୀ ମଠ ଛକରେ ବିକ୍ରି ହେଉଛି ଅପମିଶ୍ରିତ ପେଟ୍ରୋଲ, ଡିଜେଲ; ନିରବଦ୍ରଷ୍ଟା ସାଜିଛି ପ୍ରଶାସନ

ଗଞ୍ଜାମ, ୨୪।୨(ଡି.ଏନ୍‌.ଏ.): ଗଞ୍ଜାମ ସହର ତ୍ରିବେଣୀ ମଠ ଛକଠାରେ ଗତ କିଛିମାସ ହେବ ଅପମିଶ୍ରିତ ଡିଜେଲ ଓ ପେଟ୍ରୋଲ ବିକ୍ରି ହେଉଥିବା ଅଭିଯୋଗ ହେଉଛି l ଅସାଧୁ ବେପାରୀମାନେ ବିଭିନ୍ନ ଉର୍ଣ୍ଣୟନ କାର୍ଯ୍ୟରେ ଲାଗୁଥିବା ଟିପର ଓ ଟ୍ରାକ୍ଟରଗୁଡିକରୁ ଶାଗ ମାଛ ଦରରେ ତେଲ କିଣି ତାହାକୁ ମୋଟା ଅଙ୍କରେ ବିକ୍ରି କରୁଛନ୍ତି l ଜନବସତି ଅଞ୍ଚଳରେ ଡିଜେଲ ପେଟ୍ରୋଲ ବିକ୍ରି କରିବା ନେଷେଧ ଥିଲେ ମଧ୍ୟ ଅବାଧରେ ତାହା ହେଉଛି l ଉକ୍ତ ରାସ୍ତା ଦେଇ ଦୈନଦିନ ତହସିଲ, ଏନ୍‌ଏସି ଓ ପୋଲିସ ପ୍ରଶାସନ ଯିବା ଆସିବା କରୁଥିଲେ ମଧ୍ୟ ଏଥିପ୍ରତି କାହାର ଦୃଷ୍ଟି ପଡୁନି ବୋଲି ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍‌ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri