ତରକାରିରେ ଲୁଣ ଅଧିକ ହୋଇଯାଇଥିଲେ.. ଆପଣାନ୍ତୁ ଏହି ଉପାୟ

– ତରକାରିରେ ଯଦି ଲୁଣ ଅଧିକ ହୋଇଯାଇଥାଏ ତେବେ ସେଥିରେ କଞ୍ଚାଆଳୁକୁ କାଟି ପକାଇ ଦିଅନ୍ତୁ। ତରକାରିର ମାତ୍ରା ଅନୁସାରେ ଆଳୁ ଖଣ୍ଡେ ଅବା ୨ଖଣ୍ଡ ପକାନ୍ତୁ। ତରକାରି ପ୍ରସ୍ତୁତ ହୋଇଯିବା ପରେ ଆଳୁକୁ ବାହାର କରିଦିଅନ୍ତୁ। ଲୁଣର ମାତ୍ରା ଠିକ୍‌ ହୋଇଯିବ ଏବଂ ସ୍ବାଦିଷ୍ଟ ଲାଗିବ।
– ତରକାରିରେ ଲୁଣର ମାତ୍ରା କମ୍‌ କରିବା ପାଇଁ ସେଥିରେ କିଛି ଲେମ୍ବୁରସ୍‌ ଓ ସାମାନ୍ୟ ମାତ୍ରାରେ ଭିନେଗାର ପକାନ୍ତୁ। ଏହା ଲୁଣର ମାତ୍ରାକୁ କମ୍‌ କରିବା ସହ ତରକାରିକୁ ସ୍ବାଦିଷ୍ଟ କରିବ।
– କୌଣସି ତରକାରିରେ ଲୁଣର ମାତ୍ରା କମ୍‌ କରିବା ପାଇଁ ଆଉ କିଛି ଅଧିକ ପରିବା କିମ୍ବା ଡାଲି ପକାଇ ଦିଅନ୍ତୁ। ତରକାରି ହୁଏତ ଅଧିକ ହୋଇପାରେ, କିନ୍ତୁ ସ୍ବାଦ ଠିକ୍‌ ଲାଗିବ।
– ଆଳୁ, ଫୁଲକୋବି, ପନୀର, ଲାଉ ଆଦି ବିଭିନ୍ନ ପ୍ରକାର ତରକାରିରେ ଲୁଣ ଅଧିକ ହୋଇଗଲେ ସେଥିରେ ଅଳ୍ପ କିଛି କ୍ରିମ୍‌ ପକାନ୍ତୁ। ଲୁଣ କମ୍‌ ହେବା ସହ ତରକାରି ଭଲ ଲାଗିବ।
– ସେହିପରି ଲୁଣ କମ୍‌ କରିବା ପାଇଁ କିଛି ପନୀରକୁ କୋରି ତରକାରିରେ ପକାଇ ଦିଅନ୍ତୁ। ଫଳରେ ଲୁଣ ତ କମ୍‌ ହେବ ତା’ ସାଙ୍ଗକୁ ଏହା ସୁନ୍ଦର ଦେଖାଯିବା ସହ ସ୍ବାଦିଷ୍ଟ ଲାଗିବ।
– ବ୍ରେଡ୍‌ ୨ଖଣ୍ଡ ତରକାରିରେ ପକାଇଦେଲେ କିଛି ମାତ୍ରାରେ ଲୁଣ କମ୍‌ ହୋଇଯାଏ। ତେଣୁ ଏହି ପଦ୍ଧତିରେ ବି ତରକାରିକୁ ସ୍ବାଦିଷ୍ଟ କରିହେବ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri