ଲୁଣାଘେରି ବନ୍ଧ ଭାଙ୍ଗି ୩୦ ଫୁଟର ଘାଇ

ମହାକାଳପଡ଼ା,୨୬।୭ (ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଉପକୂଳ ଅଞ୍ଚଳ ନାଞ୍ଜୁରା ପଞ୍ଚାୟତର ସ୍ଥାନୀୟ ସାନ୍ତାଳୀପଡ଼ା ପଣିଖିଆ ଗାଁରେ ଶନିବାର ଲୁଣା ଘେରି ବନ୍ଧ ଭାଙ୍ଗିଯାଇଛି। ଫଳରେ ପ୍ରାୟ ୩୦ ଫୁଟର ଘାଇ ସୃଷ୍ଟି ହୋଇଛି। ଗାଁରେ ସମୁଦ୍ର ଜଳ ପ୍ରବେଶ କରିଛି। ଏନେଇ ଗାଁ ଲୋକେ ଭୟଭୀତ ହୋଇଯାଇଛନ୍ତି। ବଙ୍ଗୋପସାଗରରୁ ୩ କିଲୋମିଟର ଦୂରରେ ଏହି ଗାଁ ଅବସ୍ଥିତ। ଗାଁରେ ପଚାଶ ପରିବାରରେ ସାଢ଼େ ଚାରିଶହ ଲୋକ ବସବାସ କରନ୍ତି। ସମୁଦ୍ର ଜଳ ପ୍ରବେଶ ଯୋଗୁ ଗାଁର ଚାଷ ଜମି ପାଣିରେ ବୁଡ଼ିଯାଇଛି। ଫଳରେ ତଳି ନଷ୍ଟ ହେବାର ଆଶଙ୍କା ରହିଛି। ଏନେଇ ସାନ୍ତାଳୀ ପଡ଼ାର ସୂର୍ଯ୍ୟ ହେମ୍ବ୍ରମ, ଗଜେନ୍ଦ୍ର ମାରାଣ୍ଡି, ରାମେଶ୍ବର ମାରାଣ୍ଡି, ପୂର୍ଣ୍ଣ ଟୁଡୁ, ନବ ମାରାଣ୍ଡି, ଚରଣ ଟୁଡୁ,ଶଙ୍କର ମାରାଣ୍ଡି , ପ୍ରଧାନ ହେମ୍ବ୍ରମ ପ୍ରମୁଖ ଚାଷୀ ଘାଇ ମରାମତି କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଆର୍‌ଏସ୍‌ ସଂଯୁକ୍ତା ହତ୍ୟା ମାମଲା,୨ ମିଲିସିଆ ଗିରଫ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୮ା୧- ସାଧାରଣ ନିର୍ବାଚନ ବେଳେ କନ୍ଧମାଳ ଜିଲା ଗୋଚ୍ଛାପଡା ଥାନା ଅଞ୍ଚଳରେ ଜିଆର୍‌ଏସ୍‌ ସଂଯୁକ୍ତା ଦିଗାଲଙ୍କୁ ମାଓବାଦୀମାନେ ହତ୍ୟା କରିଥିଲେ। ଏହି ଘଟଣାରେ...

ଭୟଙ୍କର ରୂପ ନେଉଛି କରୋନା: ଗଜପତି ଜିଲାପାଳ ଜାରିକଲେ କଟକଣା

ପାରଳାଖେମୁଣ୍ଡି,୧୭।୪(ଡି.ଏନ୍‌.ଏ.): ଭୟଙ୍କର ରୂପ ନେଉଛି କରୋନା। ଦେଶ ତଥା ରାଜ୍ୟରେ ସଂକ୍ରମଣ ମାମଲା ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ପୁଣି ଗଜପତି ଜିଲାରେ ୬୭ ଜଣ ପଜିଟିଭ୍‌...

ମାଲକାନଗିରିରେ ପହଞ୍ଚି ବିଏ୍‌କେଓ୍ବାଇ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରି,୨୦।୮(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମାଲକାନଗିରି ଗସ୍ତରେ ଯାଇଛନ୍ତି। ସେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମାଲାକାନଗିରି ଷ୍ଟାଡିୟମରେ ପହଞ୍ଚି ଥିଲେ। ପରେ ସେଠାରୁ ସଂସ୍କୃତି...

ମା’ଝିଅଙ୍କୁ ମାଡ଼ ମାରି ଫରେଷ୍ଟଗାର୍ଡ ନିଲମ୍ବିତ

ଠାକୁରମୁଣ୍ଡା,୨୨ା୨(ଡ଼ି.ଏନ୍‌.ଏ.)- କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜର ବାରାହାପଣପୋଷି ଗ୍ରାମର ଜନୈକା ମହିଳା ଓ ତାଙ୍କର ଗର୍ଭବତୀ ଝିଅଙ୍କୁ ଜଙ୍ଗଲରୁ କାଠ ଚୋରି ଅଭିଯୋଗରେ ଜଣେ ମହିଳା...

ଗାଁରୁ ସହର ଗୁଞ୍ଜରିତ ହେଲା ବନ୍ଦେ ଉତ୍କଳ ଜନନୀ

ସୋନପୁର,୩୦।୫(ନି.ପ୍ର.)-କୋଭିଡ ଯୋଦ୍ଧାମାନଙ୍କୁ ସମ୍ମାନ ଜଣାଇବା ପାଇଁ ଦେଶ ବିଦେଶରେ ଥିବା ସବୁ ଓଡିଆଙ୍କୁ ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ...

ନାବାଳିକାଙ୍କୁ ଗଣବଳାତ୍କାର ମାମଲା: ପୁଣି ଜଣେ ଗିରଫ, ଚିହ୍ନଟ ହେଲା ପୋଲିସ କ୍ୱାର୍ଟର୍ସ

ପୁରୀ ଅଫିସ,୨।୧୨: ପୋଲିସ କ୍ୱାର୍ଟର୍ସରେ ଜନୈକା ନାବାଳିକାଙ୍କୁ ଗଣବଳତ୍କାର ମାମଲାରେ ସୋମବାର ବିଳମ୍ବିତ ରାତିରେ କୁମ୍ଭାରପଡା ପୋଲିସ ଆଉ ଜଣକଙ୍କୁ ଗିରଫ କରିଛି। ଗିରଫଙ୍କ ସମ୍ପର୍କରେ...

ଅନୁଗୋଳ ଜିଲା ତ୍ରୟୋଦଶ ଯୋଜନା କମିଟି ବୈଠକ ଆରମ୍ଭ

ଅନୁଗୋଳ ଅଫିସ,୪।୧୨: ଅନୁଗୋଳ ଜିଲା ତ୍ରୟୋଦଶ ଯୋଜନା କମିଟି ବୈଠକ ଜିଲାପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ମଧ୍ୟାହ୍ନରେ ଆରମ୍ଭ ହୋଇଛି। ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ...

କଂଗ୍ରେସକୁ ହରାଇ ୨ୟ ଥର ବିଧାୟକ ହେଲେ ଭାଗୀରଥି

ହାଟଡିହୀ, ୨୪।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ଚଳିତ ବର୍ଷ ବିଧାୟକ ପଦ ପାଇଁ ହୋଇଥିଲା ଜୋରଦାର ଟକ୍କର। ବିଜେଡିର ଭାଗୀରଥି ସେଠୀ, କଂଗ୍ରେସର ଜୟଦେବ...

Advertisement


Archives

Model This Week