କୋଭିଡ୍‌ କଟକଣା ମଧ୍ୟରେ ଆଜିଠୁ ଖୋଲିବ ସମଲେଶ୍ବରୀ ମନ୍ଦିର

ସମ୍ବଲପୁର,୧।୨(ବ୍ୟୁରୋ): ଭକ୍ତଙ୍କ ପାଇଁ ଆଜିଠୁ ଖୋଲିବ ସମଲେଶ୍ବରୀ ମନ୍ଦିର। ଏ ନେଇ ଜିଲା ପ୍ରଶାସନର ନିଷ୍ପତ୍ତି ନେଇଛି। ତେବେ ଭକ୍ତଙ୍କ ଦର୍ଶନ ସମୟରେ କୋଭିଡ୍‌ କଟକଣା ବଳବତ୍ତର ରହିବ।
ସମଲେଶ୍ବରୀ ମନ୍ଦିର ସକାଳ ୬ଟା ରୁ ପୂର୍ବାହ୍ନ ୧୧ଟା୩୦ ଏବଂ ଅପରାହ୍ନ ୧ଟାରୁ ସା ୭ଟା୩୦ ପର୍ଯ୍ୟନ୍ତ ଭକ୍ତମାନଙ୍କ ଦର୍ଶନ କରିପାରିବେ। ସମ୍ବଲପୁର ଟ୍ରଷ୍ଟ ବୋର୍ଡ ସଭାପତି ସଂଜୟ ବାବୁ ଏ ନେଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri