୭ ହଜାର ଶାମୁକାରେ ପ୍ରଭୁ ଗଜାନନଙ୍କ ବାଲୁକା କଳା ନିର୍ମାଣ କଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ପୁରୀ ଅଫିସ,୧୦ା୯: ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏକ ନିଆରା ପ୍ରୟାସ କରିଛନ୍ତି। ପ୍ରଥମଥର ସେ ୭ ହଜାର ଶାମୁକା ନେଇ ପୁରୀ ବେଳାଭୂମିରେ ପ୍ରଭୁ ଗଜାନନଙ୍କ ବାଲୁକା କଳା ନିର୍ମାଣ କରିଛନ୍ତି। ଏହା ଖୁବ୍‌ ସୁନ୍ଦର ହୋଇଛି। ତାଙ୍କର ଏହି କଳା ଦେଖି ଲୋକେ ପ୍ରଶଂସା କରିଛନ୍ତି।

ଏହି ବାଲୁକା କଳା ମାଧ୍ୟମରେ ସୁଦର୍ଶନ ସମସ୍ତଙ୍କୁ ଗଣେଶ ପୂଜାର ଅଭିନନ୍ଦନ ଜଣାଇବା ବିଶ୍ୱ ଶାନ୍ତିର ବାର୍ତ୍ତା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ ଉପରେ କରୋନା

ପାତ୍ରପୁର,୧୭ା୭(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ପାତ୍ରପୁର ବ୍ଲକର ପାହାଡ ଉପରେ ଥିବା ଗଁା ଆଙ୍କୁଲିରେ ପହଞ୍ଚତ୍ଛି କରୋନା। ଦୁର୍ଗମ ଆଙ୍କୁଲି ପଞ୍ଚାୟତ ତାଡକାସାହିର ୨୯ ଜଣଙ୍କ ରିପୋର୍ଟ ଶୁକ୍ରବାର...

CORONAVIRUS UPDATE: ଜଗତସିଂହପୁର ଛୁଇଁଲା କରୋନା; ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୬।୫(ବ୍ୟୁରୋ)-ଜଗତସିଂହପୁରକୁ ଛୁଇଁଲା କରୋନା। ବୁଧବାର ଅପରାହ୍ନରେ ଜିଲାରେ ପ୍ରଥମ କରି ୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ...

ଋଷିକୁଲ୍ୟା ମୁହାଣରେ ବିଦେଶୀ ପକ୍ଷୀ

ଗଞ୍ଜାମ,୩ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଋଷିକୁଲ୍ୟା ମୁହାଣରେ ସମ୍ପ୍ରତି ବିଦେଶୀ ପକ୍ଷୀମାନଙ୍କ କଳରବ ଦେଖିବାକୁ ମିଳିଛି। ବିଦେଶୀ ପକ୍ଷୀମାନଙ୍କ ମଧ୍ୟରେ ଶହ ଶହ ସଂଖ୍ୟାରେ ମଙ୍ଗୋଲିଆ ପକ୍ଷୀ...

ମାନସିକ ରୋଷଭୋଗ ବନ୍ଦକୁ ବିରୋଧ

ରଘୁନାଥପୁର,୧୯। ୩ (ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ବିଭୂତିକ୍ଷେତ୍ର ପ୍ରଭୁ ଗୋରେଖନାଥଙ୍କ ପୀଠରେ ୨୦୨୨ ଜୁଲାଇ ୧୯ରୁ ଭକ୍ତଙ୍କ ପାଇଁ ଉଦ୍ଦିଷ୍ଟ ମାନସିକ...

ଭୋଟ ପୂର୍ବରୁ ଚାଲିଗଲା ସରପଞ୍ଚ ପ୍ରାର୍ଥୀଙ୍କ ଜୀବନ, ନିର୍ବାଚନ ସ୍ଥଗିତ

ବରଗଡ଼ ଅଫିସ,୧୬।୨ : ବରଗଡ଼ ଜିଲାରେ ଗୋବିନ୍ଦପୁର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ବାଲ୍ମିକୀ ପ୍ରଧାନଙ୍କ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ହୃଦଘାତରେ ପରଲୋକ ହୋଇଛି। ସେ ମଙ୍ଗଳବାର...

କାର୍ଯ୍ୟକ୍ଷମ ହେବ ଜୟପୁର ‘ସେବା ପେପର ମିଲ୍‌’: ମିଳିବ ସରକାରୀ ସହାୟତା

ଭୁବନେଶ୍ୱର,୮।୮(ବ୍ୟୁରୋ)- କୋରାପୁଟ ଜିଲାର ଜୟପୁର ନିକଟସ୍ଥ ସେବା ପେପର ମିଲ୍‌କୁ କାର୍ଯ୍ୟକ୍ଷମ କରାଯିବ। ଏ ନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଗୁରୁବାର ସଚିବାଳୟରେ ଅନୁଷ୍ଠିତ...

ପେଡ୍‌ ପିରିୟଡ ଲିଭ୍‌ ଦାବି କଲେ ସମ୍ବଲପୁର ଝିଅ

ସମ୍ବଲପୁର,୨୮ା୫(ବ୍ୟୁରୋ): ଋତୁସ୍ରାବ ସମୟରେ କର୍ମଜୀବୀ ମହିଳା ଅସ୍ବସ୍ତି ଅନୁଭବ କରିଥାନ୍ତି। ଏଥିରୁ ଆଶ୍ୱସ୍ତି ପାଇବା ପାଇଁ ସମ୍ବଲପୁର ଏନ୍‌ଗୁହା ଲାଇନର ଝିଅ ରଞ୍ଜିତା ପ୍ରିୟଦର୍ଶିନୀ ଆଗେଇ...

ଭଦ୍ରକ କଲେଜରେ ଛାତ୍ର ଅଶାନ୍ତି, କ୍ଲାସ ବର୍ଜନ କରି ଫାଟକ ସମ୍ମୁଖରେ ଧାରଣା

ଭଦ୍ରକ ଅଫିସ,୪।୧୧: ଭଦ୍ରକ କଲେଜରେ ଥିବା ବିଭିନ୍ନ ସମସ୍ୟା ପ୍ରତି ଦୀର୍ଘବର୍ଷ ଧରି ଅଣଦେଖା କରାଯାଉଥିବାରୁ ଛାତ୍ର ଅଶାନ୍ତି ଦେଖାଦେଇଛି। ଫଳରେ ଛାତ୍ରୀଛାତ୍ର କ୍ଲାସ ବର୍ଜନ...

Advertisement
Archives

Model This Week