୧୦ ଦିନିଆ ଶଟ୍‌ଡାଉନ ଘୋଷଣା କଲେ ସରପଞ୍ଚ

ଉମରକୋଟ,୨୮ା୪: ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଧୋଡ୍ରା ପଞ୍ଚାୟତ ଅଞ୍ଚଳରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ଝରିଗାଁ ବ୍ଲକ୍‌ରୁ ୭୮ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଏଥିରେ ଧୋଡ୍ରା ପଞ୍ଚାୟତରୁ ୫ ଜଣ ରହିଛନ୍ତି। ସଂକ୍ରମଣକୁ ରୋକିବା ନେଇ ସରପଞ୍ଚ ବେଲ ମାଝି ପଞ୍ଚାୟତକୁ ୧୦ଦିନ ପାଇଁ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏହି ସମୟରେ ଜରୁରୀ ସେବା ବ୍ୟତୀତ ଅନ୍ୟ ସମସ୍ତ ଦୋକାନ, ବଜାର ବନ୍ଦ ରହିବ। ନିୟମ ଉଲ୍ଲଂଘନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପଞ୍ଚାୟତ ପକ୍ଷରୁ ଲୋକଙ୍କୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତିଶୃଙ୍ଖଳାରେ ଶେଷ ହେଲା ସାନି ମତଦାନ

ରତ୍ନଗିରି,୧୯ା୫(ଡି.ଏନ.ଏ.)- ବରୀ ନିର୍ବାଚନମଣ୍ଡଳୀର ବୁଥ୍‌ ନଂ. ୮୨, ୧୫୮, ୧୬୨, ୧୬୩ ଓ ୧୯୪ରେ ରବିବାର ଶାନ୍ତିଶୃଙ୍ଖଳା ମଧ୍ୟରେ ସାନି ମତଦାନ ଶେଷ ହୋଇଛି। ୧୯୪...

ଗୀତ ଗାଇ ଆଦିବାସୀଙ୍କୁ ସଚେତନ କରୁଛନ୍ତି ଫରେଷ୍ଟର

ଜୟପୁର,୨୦ା୫(ଡି.ଏନ୍‌.ଏ.): କାରୋନା ଆଣିଛି ଦୁଃଖ । ସଚେତନତା ହେଉଛି ଏଥିରୁ ବର୍ତ୍ତିବାର ଏକମାତ୍ର ଉପାୟ। କୋରାପୁଟ ଜିଲାର ଉପାନ୍ତ ଅଞ୍ଚଳର ଆଦିବାସୀଙ୍କୁ ସଚେତନ କରୁଛନ୍ତି ଜୟପୁର...

ବସ୍ତିବାସିନ୍ଦାଙ୍କ ପାଇଁ ସର୍ଭେ ଆରମ୍ଭ, ଉପକୃତ ହେବେ ଅଢ଼େଇ ଲକ୍ଷ ପରିବାର

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ସହରର ବସ୍ତି ବାସିନ୍ଦାମାନଙ୍କ ପାଇଁ ସୁଦିନ ଆସିଛି। ଯେଉଁମାନେ ଆମ ସହରକୁ ଗଢ଼ନ୍ତି, ଦିନରାତି ସହରର ବିକାଶ ପାଇଁ କାମ କରନ୍ତି, ସେବା କରନ୍ତି,...

ନୂଆ କୃଷି ଆଇନ ପ୍ରତ୍ୟାହାର ଦାବି: ସତ୍ୟାଗ୍ରହକୁ ଓହ୍ଲାଇଲେ ଚାଷୀ, ସମର୍ଥନ କଲା କଂଗ୍ରେସ

ବରଗଡ ଅଫିସ,୧୪।୧୨- କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି ଆଇନକୁ ନେଇ ଦେଶବ୍ୟାପୀ ବିରୋଧ କରାଯାଉଛି। ଏହି କ୍ରମରେ ସାରାଦେଶରେ ଚାଷୀ ଆନ୍ଦୋଳନ ଜାରି ରଖିଥିବାବେଳେ...

ହାତୀପଲଙ୍କ ଉପଦ୍ରବ: ଭାଙ୍ଗିଲେ ଘର

ଆନନ୍ଦପୁର,୨୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କାଠକଟା ପଞ୍ଚାୟତ କୁଶବଣିଆ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିର ହାତୀପଲ ପଶି ଉପଦ୍ରବ କରିଛନ୍ତି। ହାତୀପଲ ଗ୍ରାମର ମାଳତୀ...

ଉତ୍କଳ ବିଶ୍ୱବିଦ୍ୟାଳୟରେ ଅଣଛାତ୍ରଙ୍କ ଆତଙ୍କରାଜ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟରେ ଅଣଛାତ୍ରଙ୍କ ଦୌରାତ୍ମ୍ୟ ସୀମା ଟପିଛି। ଶୁକ୍ରବାର ଅପରାହ୍ନରେ ୫ ଗାଡିରେ ୧୦ରୁ ଅଧିକ ଅଣଛାତ୍ର ପହଞ୍ଚତ୍ ଖଣ୍ଡା ଓ ଭୁଜାଲି ବୁଲାଇ...

ଶିକ୍ଷା ବିଭାଗ-ଓପିଏସ୍‌ସିକୁ ୟୁଜିସିର ତାଗିଦ୍‌

ଭୁବନେଶ୍ୱର,୨୬।୫(ବ୍ୟୁରୋ): ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ୨୦୨୦ର ଉଲ୍ଲଂଘନକୁ ନେଇ ୟୁଜିସି ରାଜ୍ୟ ଶିକ୍ଷା ବିଭାଗ ଓ ଓପିଏସ୍‌ସିକୁ ତାଗିଦ୍‌ କରିଛି। ସୁପ୍ରିମକୋର୍ଟରେ ମାମଲା ବିଚାରାଧୀନ...

ଘରଖଁଡ଼େ ଲାଗି ଗୁହାରି କରି ନିରାଶ: ଭଂଗା କୁରିଆରେ ଜୀବନ୍‌ ବିତଉଛନ୍‌ ରତି

ଖପ୍ରାଖୋଲ, ୧୩।୨(ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗାଁଗଁଲିନୁ ସହର ତକ୍‌ ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ପ୍ରଧାନମନ୍ତ୍ରୀ ଆବାସ, ଇନ୍ଦିରା ଅବାସ, ବିଜୁ...

Advertisement
Archives

Model This Week