କେନ୍ଦୁଜିଆଣି ପଞ୍ଚାୟତକୁ ୭୨ ଘଣ୍ଟା ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ଠାକୁରମୁଣ୍ଡା,୫ା୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ କେନ୍ଦୁଜିଆଣି ପଞ୍ଚାୟତରେ କରୋନା ଗୋଷ୍ଠୀ ସଂକ୍ରମଣ ଆଶଙ୍କା କରି ୭୨ ଘଣ୍ଟା ପାଇଁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି ସ୍ଥାନୀୟ ସରପଞ୍ଚ ଦୁର୍ଗୀ ମାରାଣ୍ଡି। ମଙ୍ଗଳବାରଠାରୁ ଶୁକ୍ରବାର ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଏହି ଶଟ୍‌ଡାଉନ୍‌ କରାଯାଇଛି। ଏନେଇ ଡାକବାଜି ଯନ୍ତ୍ର ସାହାଯ୍ୟରେ ପଞ୍ଚାୟତ ପକ୍ଷରୁ ପ୍ରଚାର କରାଯାଇ ଏହି ସମୟ ମଧ୍ୟରେ କେହି ଘରୁ ନ ବାହାରିବାକୁ କୁହାଯାଇଛି। ଏଥିସହିତ କେନ୍ଦୁଜିଆଣିର ସମସ୍ତ ଦୋକାନ ବଜାର ବନ୍ଦ ରହିବା ସହ ସମସ୍ତ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ମଧ୍ୟ ବନ୍ଦ ରଖିବାକୁ କୁହାଯାଇଛି।
ସୂଚନାଯୋଗ୍ୟ, ଗତ ୨୯ ତାରିଖରେ କେନ୍ଦୁଜିଆଣି ସଙ୍ଗରୋଧ କେନ୍ଦ୍ରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମଙ୍ଗଳବାର ସଙ୍ଗରୋଧ କେନ୍ଦ୍ରରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେହି କେନ୍ଦ୍ରରୁ ଜଣେ କୋଭିଡ୍‌ ଯୋଦ୍ଧା ମଧ୍ୟ ଆକ୍ରାନ୍ତ ହୋଇଛନ୍ତି। ଏହି ୪ ଜଣକୁ ମିଶାଇ ସେଠାରୁ ମୋଟ୍‌ ୫ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri