ଭୋଟ ପୂର୍ବରୁ ଚାଲିଗଲା ସରପଞ୍ଚ ପ୍ରାର୍ଥୀଙ୍କ ଜୀବନ, ନିର୍ବାଚନ ସ୍ଥଗିତ

ବରଗଡ଼ ଅଫିସ,୧୬।୨ : ବରଗଡ଼ ଜିଲାରେ ଗୋବିନ୍ଦପୁର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ବାଲ୍ମିକୀ ପ୍ରଧାନଙ୍କ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ହୃଦଘାତରେ ପରଲୋକ ହୋଇଛି। ସେ ମଙ୍ଗଳବାର ଗୁରୁତର ଅସୁସ୍ଥ ହୋଇ ପଡିବା ପରେ ତାଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ଆକସ୍ମିକ ବିୟୋଗରେ ଅଞ୍ଚଳରେ ଗଭୀର ଶୋକ ପ୍ରକାଶ ପାଇଛି।
ଏ ନେଇ ନିର୍ବାଚନକୁ ସ୍ଥଗିତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନରେ ଗୁରୁ-ଶିଷ୍ୟଙ୍କ ମଧ୍ୟରେ ଲଢ଼େଇ

ଖଡିଆଳ,୧୨।୨(ଡି.ଏନ୍‌.ଏ.): ନିର୍ବାଚନ ମଇଦାନରେ ୭୫ ବର୍ଷ ବୟସ୍କ ଅବସରପ୍ରାପ୍ତ ଶିକ୍ଷକ। ଦୀର୍ଘ ୪୦ ଧରି ଶିକ୍ଷକତା ଜୀବନରୁ ଅବସର ନେବା ପରେ ବର୍ତ୍ତମାନ ପଞ୍ଚୟତର ଦାୟିତ୍ୱ...

ସଫଳ ଛେଳିଚାଷୀ ପରମାନନ୍ଦ

ଦେବଗଡ଼,୨।୬(ଡି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳ ବ୍ଲକ ପଳସମା ଗ୍ରାମପଞ୍ଚାୟତ ଅନ୍ତର୍ଗତ କୁଶଖଳିଆ ଗ୍ରାମର ପରମାନନ୍ଦ ବେହେରା ଜଣେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ। ଜୀବନସାରା କୃଷି ବିଭାଗରେ...

ବର୍ଷା ପାଇଁ ଇନ୍ଦ୍ର ପୂଜା

ବନ୍ତଳା, ୨୬ା୭(ଡି.ଏନ.ଏ.)-ଜଳାଭାବ ଓ ମରୁଡ଼ି ପରିସ୍ଥିତି ଆଶଙ୍କା ଯୋଗୁ ଚାଷୀ ଚିନ୍ତାରେ ପଡିଥିବାବେଳେ ବର୍ଷା ପାଇଁ ଅନୁଗୋଳ ଜିଲା ବନ୍ତଳା ଅଞ୍ଚଳ ପୋକତୁଙ୍ଗା ଗ୍ରାମରେ ଇନ୍ଦ୍ରପୂଜା...

ଦୁରଦିନ୍‌ରେ ବିତୁଛେ ମା’ପୁଓର ଜୀବନ୍‌

ଲୋଇସିଂହା, ୪।୧୧(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କୁଟେନପାଲି ପଁଚେତ୍‌ ଅଧୀନ ଦୁମଦୁମି ଗଁାର ବିଧବା ମହିଲା ଉଷା ଡାଙ୍ଗ(୭୫)। ଗୁଟେବଲି ପୁଓ ଶ୍ରୀରାମ(୫୦) ଆଏଜ୍‌କେ...

ସୁସ୍ଥ ହେଲେ ଆଉ ୧୫୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୮(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୧୫୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୩୨ ଜଣ ସୁସ୍ଥ ହୋଇଥିବାବେଳେ କଟକରୁ ୧୩୧, ରାୟଗଡାରୁ ୧୧୨,...

ବଢୁଛି ଅନ୍‌ଲାଇନ ଜୁଆଖେଳ

ରାଉରକେଲା ଅଫିସ,୨୬।୪:ସ୍ମାର୍ଟସିଟି ରାଉରକେଲାରେ ଅନ୍‌ଲାଇନ ଜୁଆଖେଳ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତରୁଣରୁ ବୃଦ୍ଧ ଯାଏ ସଭିଏଁ ତିନିଗୁଣା ଟଙ୍କା ଜିତିବା ଲୋଭରେ ମୋବାଇଲ...

ପୁଣି ଆଇସୋଲେଶନ

ଭୁବନେଶ୍ୱର, ୨୭।୨(ବ୍ୟୁରୋ): ରାଜ୍ୟକୁ ପୁଣି ଫେରିଛି କୋଭିଡ୍‌ କଟକଣା ‘ହୋମ୍‌ ଆଇସୋଲେଶନ’ ପ୍ରକ୍ରିୟା। ୧୧ ରାଜ୍ୟ ଏବଂ ଚଣ୍ଡିଗଡ଼ରୁ ଫେରୁଥିବା ପ୍ରବାସୀଙ୍କ ଲାଗି ଏହି କଟକଣା...

ମଣ୍ଡିରେ ପଡ଼ିଛି ଧାନ, ବାଜିରେ ଚାଷୀଙ୍କ ଜୀବନ

ସମ୍ବଲପୁର,୧୨ା୧୨(ବ୍ୟୁରୋ): ସମ୍ବଲପୁର ଜିଲାରେ ଧାନ ସଂଗ୍ରହରେ ଆରମ୍ଭରୁ ଅବ୍ୟବସ୍ଥା ଦେଖାଦେଇଥିଲା। ହୀରାକୁଦ ସେଚାଞ୍ଚଳ ସଦର ଉପଖଣ୍ଡରେ ଟୋକନ, କଟନୀ ଛଟନୀ ଭଳି ସମସ୍ୟା ଲାଗି ରହିଥିବା...

Advertisement
Archives

Model This Week