ସ୍କୁଲ ପିଲାଙ୍କ ଲାଗି ନଳକୂପ ସଜାଡ଼ିଲେ ସରପଞ୍ଚ

ଫୁଲବାଣୀ ଅଫିସ, ୧୭।୪: ସ୍କୁଲରେ ପାଣି ସମସ୍ୟା ଦୀର୍ଘ ଦୁଇ ବର୍ଷ ଧରି ଲାଗି ରହିଥିଲା। ଏବେ ଖରାଦିନ। ପାଣି ପାଇଁ ପିଲାମାନେ ବହୁ ଅସୁବିଧାର ସମ୍ମୁଖିନ ହେଉଥିଲେ। ଖବର ପାଇ ସ୍ଥାନୀୟ ସରପଞ୍ଚ ଗଁାର କେତେଜଣ ଲୋକଙ୍କୁ ନେଇ ସ୍କୁଲରେ ଖରାପ ହୋଇ ପଡିଥିବା ନଳକୂପ ପାଖରେ ପହଞ୍ଚତ୍ ସଜାଡି ଥିଲେ। ଶେଷରେ ପାଣି ବାହାରିଲା ଏବଂ ପିଲାଙ୍କ ମୁହଁରେ ହସ ଫୁଟିଲା। କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ପବିଙ୍ଗିଆ ପଞ୍ଚାୟତର ଲାମପଦର ଗଁାରେ ଏଭଳି ଦେଖିବାକୁ ମିଳିଛି ା ସରପଞ୍ଚ ଲାଲମୋହନ କହଁରଙ୍କୁ ଏହି ପ୍ରଚେଷ୍ଟାକୁ ନେଇ ସବୁଠି ପ୍ରସଂଶା କରାଯାଉଛି ା
ଲାମପଦର ଉନ୍ନିତ ଉଚ୍ଚବିଦ୍ୟାଳୟ ପରିସରରେ ଦୁଇଟି ନଳକୂପ ରହିଛି ା ଦୀର୍ଘ ଦୁଇବର୍ଷ ହେବ ଏହି ନଳକୂପ ଅଚଳ ହୋଇ ପଡିଥିଲା। ବହୁବାର ଅଭିଯୋଗ ପରେ ମଧ୍ୟ ଏହା ମରାମତି ହୋଇପାରୁ ନ ଥିଲା ା ସରପଞ୍ଚ ହେବା ପୂର୍ବରୁ ଲାଲମୋହନ ଜଣେ ସାମାଜିକ କର୍ମୀ ଭାବରେ ଅଭିଯୋଗ କରି ଆସୁଥିଲେ ା ଚଳିତ ଥର ସରପଞ୍ଚ ହେବା ନିଜେ ମରାମତି ପାଇଁ ଅଣ୍ଟା ଭିଡିଲେ ା ଗଁାର ଯୁବକ ରଞ୍ଜିତ କହଁର, ଟୁଣିଆଁ କହଁର, ରାମବିଳାଶ କହଁର, ଇନ୍ଦ୍ରମଣି କହଁର ଏହି ନଳକୂପ ମରାମତି କାମରେ ସରପଞ୍ଚଙ୍କୁ ସାହାଯ୍ୟ କରିଥିଲେ ା ଶେଷରେ ମରାମତି କାର୍ଯ୍ୟ ଶେଷ ହେଲା ଏବଂ ପିଲା ପାଣି ପିଇଲେ ା ୧୯୧୪ରୁ ସ୍ଥାପିତ ଏହି ପୁରାତନ ବିଦ୍ୟାଳୟରେ ପ୍ରଥମରୁ ଦଶମ ଯାଏ ଶ୍ରେଣୀ ରହିଛି ା ମୋଟ ୧୩୮ ଛାତ୍ରୀଛାତ୍ର ଏଠାରେ ପାଠ ପଢୁଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର...

ରାଇକଲା ଜଙ୍ଗଲରେ ୧୩ ଟିକିଆ ହାତୀପଲ: ଭୟରେ ଆତଙ୍କିତ ଗ୍ରାମବାସୀ

ଜି.ଉଦୟଗିରି,୨୩।୧୨(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଲିଙ୍ଗାଗଡ଼ ବନାଞ୍ଚଳ ଅନ୍ତର୍ଗତ ରାଇକଲା ଜଙ୍ଗଲକୁ ୧୩ ଟିକିଆ ହାତୀପଲ ମଙ୍ଗଳବାର ଭୋର ସକାଳୁ ଆସିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri