ବାଜିଲା ସ୍କୁଲ ଘଣ୍ଟି: ଶ୍ରେଣୀଗୃହକୁ ଗଲେ ପିଲା

ଭୁବନେଶ୍ୱର,୭ା୨(ବ୍ୟୁରୋ): କୋଭିଡ୍‌ କଟକଣା ସହ ରାଜ୍ୟରେ ସୋମବାରଠାରୁ ଶିକ୍ଷାନୁଷ୍ଠାନ ଖୋଲିଛି। ଆଜି ଅଷ୍ଟମରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ର ପୂର୍ବାହ୍ନ ୧୦ଟାରେ ସ୍କୁଲ ଘଣ୍ଟି ବାଜିବା ପରେ ଶ୍ରେଣୀଗୃହକୁ ପ୍ରବେଶ କରିଛନ୍ତି। ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ପୂର୍ବାହ୍ନ ୯ରୁ ୪ ଟା ପର୍ଯ୍ୟନ୍ତ କ୍ଲାସ ହେବ।  ୯ମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ କ୍ଲାସ ଚାଲିବ।  ତେବେ ସ୍କୁଲରେ ମଧ୍ୟାହ୍ନଭୋଜନ ପାଇଁ ଅନୁମତି ଦିଆଯିବ ନାହିଁ। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ମଧ୍ୟାହ୍ନଭୋଜନ ପରିବର୍ତ୍ତେ ଶୁଖିଲା ଖାଦ୍ୟ ଯୋଗାଇ ଦିଆଯିବ।

ସେହିପରି ରାଜ୍ୟରେ ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ମଧ୍ୟ ଆଜିଠୁ ଖୋଲିଛି। ଶିକ୍ଷାନୁଷ୍ଠାନ ଖୋଲିଥିଲେ ମଧ୍ୟ ଉଭୟ ଅଫ୍‌ଲାଇନ୍‌ ଏବଂ ଅନ୍‌ଲାଇନ୍‌ ପାଠପଢ଼ା ଜାରି ରହିବ। ଶ୍ରେଣୀଗୃହରେ କୋଭିଡ୍‌ କଟକଣା ପାଳନ କରିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ଗତ ୨ ବର୍ଷ ହେବ କରୋନା ଯୋଗୁ ଶିକ୍ଷାଦାନ ବ୍ୟାହତ ହୋଇଛି। ଏବେ ସଂକ୍ରମଣ ହ୍ରାସ ପାଉଥିବାରୁ ରାଜ୍ୟ ସରକାର ଶିକ୍ଷାନୁଷ୍ଠାନ ଖୋଲି ପାଠପଢ଼ା ସ୍ବାଭାବିକ କରିବାକୁ ନିଷ୍ପତ୍ତି ନେଇଛନ୍ତି। କରୋନା ପରିସ୍ଥିତିକୁ ଦେଖି ପରୀକ୍ଷା କରିବାକୁ ମାଧ୍ୟମିକ ଶିକ୍ଷା ପରିଷଦ ନିଷ୍ପତ୍ତି ନେବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

‘ଧୁରନ୍ଧର’ ବାପା ଚାଇନାର ଏହି ଫିଲ୍ମ, କଲାଣି ୧୮,୦୦୦ କୋଟିର ବ୍ୟବସାୟ

ନୂଆଦିଲ୍ଲୀ,୨୯।୧୨: ୨୦୨୫ ବର୍ଷର ଶେଷ ଭାଗରେ ବଲିଉଡ୍ ବକ୍ସ ଅଫିସ୍‌ରେ ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ସ୍ପାଏ-ଥ୍ରୀଲର ‘ଧୁରନ୍ଧର’ ନିଜର ଜୟଯାତ୍ରା ଜାରି ରଖିଛି। ରଣବୀର ସିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri