ପୁଣି ଯାଞ୍ଚ ହେବ ସ୍କୁଲ ବସ୍‌

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟରେ ପୁଣି ସ୍କୁଲ ବସ୍‌ ଓ ଅଟୋରିକ୍ସା ଯାଞ୍ଚ କଡ଼ାକଡ଼ି ହେବ । କୌଣସି ଗାଡ଼ି ଓଭରଲୋଡିଂ କରିବ ନାହିଁ । କ୍ଷମତା ଅନୁସାରେ ଗାଡ଼ିରେ ପିଲାମାନେ ସ୍କୁଲ ଯିବେ । ଏ ନେଇ ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀ (ଆର୍ଟିଓ)ଙ୍କୁ ପରିବହନ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଗୁରୁବାର କେନ୍ଦୁଝର ଗସ୍ତରେ ଯାଉଥିବାବେଳେ ଏକ ଓଭରଲୋଡିଂ ସ୍କୁଲ ଗାଡ଼ିକୁ ଅଟକାଇଥିଲେ । ଯାଞ୍ଚ କରିବା ସହ ଡ୍ରାଇଭରଙ୍କୁ ତାଗିଦା କରିଥିଲେ । ଏପରି ଭୁଲ୍‌ ଯେପରି ପୁନର୍ବାର ନ ହୁଏ, ସେଥିପ୍ରତି ସତର୍କ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼

ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?