ଆଜି ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର, ୫।୩(ବ୍ୟୁରୋ): ପଞ୍ଚାୟତିରାଜ ଦିବସ ଉପଲକ୍ଷେ ଶୁକ୍ରବାର ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ବନ୍ଦ ରହିବା ନେଇ ଗୁରୁବାର ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତି, ସମସ୍ତ ସରକାରୀ ଓ ଘରୋଇ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଇ ଦିଆଯାଇଛି। ସେହିପରି ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri