ଭୁଷୁଡ଼ିଲା ସ୍କୁଲ ପାଚେରି, ଆଖିବୁଜିଲେ ପଞ୍ଚମ ଶ୍ରେଣୀ ଛାତ୍ରୀ

ରାୟଗଡ଼ା ଅଫିସ/ଗୁଣୁପୁର,୧୬।୯(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ବିଚିକଟ ସରକାରି ଉଚ ପ୍ରାଥମିକ ବିଦ୍ୟାଳୟରେ ଏକ ଅଘଟଣ ଘଟିଛି। ନିର୍ମାଣଧୀନ ପାଚେରି କାନ୍ଥ ଭୁଷୁଡ଼ି ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ପଞ୍ଚମ ଶ୍ରେଣୀ ଛାତ୍ରୀ ହେଲେ ଆହୁତି ଶବର (୧୧ ) ।
ମିଳିଥିବା ସୂଚନାଅନୁଯାୟୀ, ବିଦ୍ୟାଳୟରେ ମୃତ ଛାତ୍ରୀ ଜଣକ ମଧ୍ୟ୍ୟାହ୍ନରେ ଶୌଚାଳୟ ଯାଇ ଫେରିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ବିଦ୍ୟାଳୟ କର୍ତ୍ତୁପକ୍ଷ ଓ ସ୍ଥାନୀୟଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ପଦ୍ମପୁର ମେଡିକାଲ ନେଇଥିଲେ। ସେଠାରୁ ତାଙ୍କୁ ଗୁଣୁପୁର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା, ସେଠାରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଅଧିକାରୀ ପଦ୍ମପୁର ସୁବାଷ ଶବର ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri