Posted inଜାତୀୟ

କେସିଆର୍‌ ଯେଉଁ ସ୍କୁଲରେ ପାଠ ପଢିଛନ୍ତି, ତାହା କଂଗ୍ରେସ ତିଆରି କରିଛି: ରାହୁଲ ଗାନ୍ଧୀ

ହାଇଦ୍ରାବାଦ୍‌,୨୬।୧୧: ତେଲେଙ୍ଗାନା ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଚାଲିଛି। ଏହି ସମୟରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ରବିବାର ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଏବଂ ବିଆରଏସ ମୁଖ୍ୟ କେସିଆରଙ୍କୁ ଟାର୍ଗେଟ କରିଛନ୍ତି। କେସିଆର୍‌ ଏକ ରାଲିରେ ପଚାରିଥିଲେ ତେଲେଙ୍ଗାନାରେ କଂଗ୍ରେସ କ’ଣ କରିଛି?
ଏହାର ଜବାବରେ ରାହୁଲ ଗାନ୍ଧୀ କେସିଆରକୁ ଟାର୍ଗେଟ କରି କହିଛନ୍ତି, ସେ ପ୍ରଶ୍ନ ଉଠାଇଛନ୍ତି, କଂଗ୍ରେସ କଣ କରିଛି? ମୁଁ ସେମାନଙ୍କୁ କହୁଛି କଂଗ୍ରେସ କ’ଣ କରିଛି – ଯେଉଁ ରାସ୍ତାରେ କେସିଆର୍‌ ଚାଲୁଛନ୍ତିଏବଂ ସେ ଅଧ୍ୟୟନ କରିଥିବା ସ୍କୁଲ କିମ୍ବା ୟୁନିଭରସିଟି କଂଗ୍ରେସ ଦ୍ୱାରା ନିର୍ମିତ ହୋଇଛି।
ରାହୁଲ ଆହୁରି କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ଯାହା କହିଛନ୍ତି, କେସିଆର ମଧ୍ୟ ତାହା କହିଛନ୍ତି। କେସିଆର ସଂସଦରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାହାଯ୍ୟ କରନ୍ତି। ମୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଲଢୁଛି। ମୋ ବିରୋଧରେ ୨୪ଟି ମାମଲା ଅଛି। ଇଡି ମୋତେ ୫୫ ଦିନ ପାଇଁ ୫୫ ଘଣ୍ଟା ପ୍ରଶ୍ନ କରିଛି। ମୋର ଲୋକ ସଭା ସଦସ୍ୟତା ରଦ୍ଦ ହୋଇଛି, ମୋ ଘର ଛଡାଇ ନିଆଯାଇଛି। ଯଦି କେସିଆର୍‌ ପିଏମ୍‌ଙ୍କ ସହ ନାହାଁନ୍ତି ତେବେ ତାଙ୍କ ବିରୋଧରେ କାହିଁକି ମାମଲା ନାହିଁ ବୋଲି ସେ ପ୍ରଶ୍ନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri