ଖୋଲିବ ସ୍କୁଲ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ଆସନ୍ତା ଜାନୁଆରୀ ମାସରେ ରାଜ୍ୟରେ ସ୍କୁଲ ଖୋଲିପାରେ। ଏ ନେଇ ଗୁରୁବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଡିସେମ୍ବର ସ୍କୁଲ ଖୋଲିହେବ ବୋଲି ଏସ୍‌ଆର୍‌ସି କହିଥିଲେ। ବର୍ତ୍ତମାନ ପରିସ୍ଥିତି ଯାହା ଡିସେମ୍ବରରେ ସ୍କୁଲ ଖୋଲାଯିବା ସମ୍ଭବ ନୁହେଁ। ସମ୍ଭବତଃ ଜାନୁଆରୀରୁ ସ୍କୁଲ ଖୋଲିବ। ତେବେ ପ୍ରଥମେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିବାକୁ ପ୍ରାଥମିକତା ଦିଆଯିବ। ଯଦି ଜାନୁଆରୀରୁ ସ୍କୁଲ ଖୋଲେ, ଛୁଟି ଦିନରେ ବି କ୍ଲାସ ହେବ। କେବଳ ପର୍ବପର୍ବାଣୀ ଛୁଟିକୁ ଛାଡ଼ି, ଅନ୍ୟ ଛୁଟିରେ କ୍ଲାସ ହେବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri