ପିଲାଙ୍କ ଉପସ୍ଥାନ ତଥ୍ୟ ପଠାଇବେ ସ୍କୁଲ୍‌ ପ୍ରିନ୍ସିପାଲ

ଭୁବନେଶ୍ୱର,୨।୨(ବ୍ୟୁରୋ): ଛାତ୍ରୀଛାତ୍ରଙ୍କ ଅନଲାଇନ୍‌ ପାଠପଢା ଉପରେ ଗୁରୁତ୍ୱାରୋପ କରାଯାଇଛି। ଉଭୟ ଅନ୍‌ଲାଇନ ଏବଂ ଅଫ୍‌ଲାଇନ କ୍ଲାସ କରୁଥିବା ପିଲାଙ୍କ ଉପସ୍ଥାନ ତଥ୍ୟ ଜଣାଇବା ପାଇଁ ସ୍କୁଲ୍‌ ଅଧ୍ୟକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏକାଦଶ ଓ ଦ୍ୱାଦଶ ଶ୍ରେଣୀରେ କେତେ ପିଲା ଅନ୍‌ଲାଇନ ଓ ଅଫ୍‌ଲାଇନ କ୍ଲାସ ଆଟେଣ୍ଡ୍‌ କରୁଛନ୍ତି ତାର ତଥ୍ୟ ପଠାଇବେ ସ୍କୁଲ ପ୍ରିନ୍ସିପାଲ। ପ୍ରତିଦିନ ୪ଟା ସୁଦ୍ଧା ତଥ୍ୟ ପଠାଇବାକୁ କୁହାଯାଇଛି। ଏନେଇ ନିର୍ଦ୍ଦେଶାଳୟ ପକ୍ଷରୁ ସବୁ ଉଚ୍ଚ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି । ତେବେ ନିୟମିତ ଉପସ୍ଥାନ ତଥ୍ୟ ନଦେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ବୌଦ୍ଧ ବିଧାୟକଙ୍କ ନାଁରେ ଗିରଫ ପରୱାନା

ହରଭଙ୍ଗା,୨୭ା୯(ନରେନ୍ଦ୍ର କୁମାର ସାହୁ): ୨୦୨୪ରେ ଅନୁଷ୍ଠିତ ୧୭ତମ ବିଧାନସଭା ନିର୍ୱାଚନ ସମୟରେ ବର୍ତ୍ତମାନର ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?